ତିନି ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର୍…
ରାଉରକେଲା: ଦୀର୍ଘ ଦିନ ହେଲା ବଣାଇ ଅଞ୍ଚଳରେ ଆତଙ୍କ ଖେଳାଇଥିବା ଏହି ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଧରିବାରେ ସଫଳ ହୋଇଛି ବଣାଇ ପୋଲିସ । ଡକାୟତି ପାଇଁ ଯୋଜନା କରୁଥିବା ବେଳେ ବଣାଇ ଏସଡିପିଓ ଖବର ପାଇ ଟିମ୍ ଗଠନ କରି ଜାତୀୟ ରାଜପଥରେ ଜଗି ରହିଥିଲେ। ସୂଚନା ମୁତାବକ, ଅପରାଧୀମାନେ ବାଇକରେ ଆସୁଥିବା ବେଳେ ପୃଥକ ପୃଥକ ସ୍ଥାନରେ ଏନକାଉଣ୍ଟର ହୋଇଥିଲା । ଚାନ୍ଦିପୋଷ ଥାନାର କୁଚେଇତା ଏବଂ ଲହୁଣୀପଡ଼ା ଥାନାର ଲାମ୍ଫସୀ ନିକଟରେ ୩ ଅପରାଧୀଙ୍କୁ … Read more