ରାମ ମନ୍ଦିରର ଶିଖରରେ ଉଡ଼ିଲା ଧର୍ମଧ୍ୱଜ
ଅଯୋଧ୍ୟା: ଆଜି ଉତ୍ତରପ୍ରଦେଶର ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦି ରାମ ମନ୍ଦିରର ଶୀର୍ଷରେ ଧର୍ମର ପତାକା ଉତ୍ତୋଳନ କରିଛନ୍ତି। ଏହା ସହିତ ଆଜି ଐତିହାସିକ ଅଯୋଧ୍ୟା ରାମ ମନ୍ଦିରର ନିର୍ମାଣ ସମ୍ପୂର୍ଣ୍ଣ ହୋଇଛି । ଏହି ସମାରୋହରେ ତାଙ୍କ ସହିତ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ମୁଖ୍ୟ ମୋହନ ଭାଗବତ ଏବଂ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ। ରାମ ମନ୍ଦିରର ଶୀର୍ଷରେ ପତାକା ଉତ୍ତୋଳନ କରିବା ପରେ, ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ଆଜି ସମଗ୍ର … Read more