ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର :ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଲାଇଟ୍ ମେସିନ୍ ଗନ୍ ସହିତ ଆତ୍ମସମର୍ପଣ କରିଲେ ମାଓବାଦୀଙ୍କୁ ମିଳିବ ୪ଲକ୍ଷ ୯୫ହଜାର ଟଙ୍କା । ଏ.କେ-୪୭ ସହ ଆତ୍ମସମର୍ପଣ କଲେ ୩ଲକ୍ଷ ୩୦ହଜାର ଟଙ୍କା । ଏସଏଲଆର ସହ ଆତ୍ମସମର୍ପଣ କରିଲେ ମାଓବାଦୀଙ୍କୁ ମିଳିବ ୧ଲକ୍ଷ ୬୫ହଜାର ଟଙ୍କା । ୧୦ଲକ୍ଷ ପୁରସ୍କାର ଥିବା ମାଓବାଦୀ ଯଦି ଆତ୍ମସମର୍ପଣ କରିବେ ତେବେ ତାଙ୍କୁ ୫ଲକ୍ଷ ଟଙ୍କା ମିଳିବ । ଏହାସହିତ ସେମାନଙ୍କ ନାଁରେ … Read more