February 26, 2026 5:12 pm

ନବ କଳେବର ହେବ ସବୁ ଜିଲ୍ଲାପାଳ କାର୍ଯ୍ୟାଳୟ

ଭୁବନେଶ୍ୱର: ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ହେବ ନବ କଳେବର। ଏନେଇ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ୍ କୋଠା ନିର୍ମାଣ ହେବ। କଲେକ୍ଟରେଟ୍ କୋଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯୋଡ଼ାଯିବ। ଜିଲ୍ଲାଗୁଡ଼ିକୁ ବଡ଼, ମଧ୍ୟମ ଓ କ୍ଷୁଦ୍ର ୩ ବର୍ଗରେ ବିଭକ୍ତ କରାଯାଇଛି। ବଡ଼ ଜିଲ୍ଲାରେ ୧ ଲକ୍ଷ ୭୦ ହଜାର ସ୍କୋୟାର ଫୁଟ୍‌ ଜମିରେ ଜିଲ୍ଲାପାଳ କାର୍ଯ୍ୟାଳୟ। ମଧ୍ୟମ ଜିଲ୍ଲାରେ ୧ ଲକ୍ଷ ୪୦ ହଜାର ସ୍କୋୟାର ଫୁଟ୍‌ … Read more

ନୂଆ ବର୍ଷ ପାଇଁ ପ୍ରସ୍ତୁତ ହେଲାଣି ରାଜଧାନୀ ଅବକାରୀ ବିଭାଗ

ଭୁବନେଶ୍ୱର: ନୂଆବର୍ଷ ପାଇଁ ଆଜିଠାରୁ ରାଜଧାନୀରେ ଆରମ୍ଭ ହେଲା ଜୋରଦାର ଧରପଗଡ଼ । ନୂଆବର୍ଷ ପାଇଁ ସ୍କାନରରେ ରହିଛନ୍ତି ରାଜଧାନୀର ବାର୍ ଓ ପବ୍ । ତେବେ ବଡଦିନ, ଜିରୋ ନାଇଟ୍ ଓ ନୂଆବର୍ଷ ପୂର୍ବରୁ ଆକ୍ସନ ମୋଡରେ ରହିଛି ଅବକାରୀ ଟିମ । ମିଳିଥିବା ସୂଚନା ଅନୁସାରେ, ସିସିଟିଭି ଯାଞ୍ଚ ସହ ଡ୍ୟାନ୍ସ ବାର୍ ଉପରେ କଡା ନଜର ରହିବ । ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲିଲେ କାର୍ଯ୍ୟନୁଷ୍ଠାନ ହେବ । ଖାସ୍ କରି ହୋଟେଲଗୁଡିକରେ … Read more

୪୯ ଜଣଙ୍କୁ ବଂଲାଦେଶ ପଠାଗଲାଣି

ଭୁବନେଶ୍ଵର: ଆଜି ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନ। ରାଜ୍ୟରୁ ଏଯାବତ ତଡିପାର ହୋଇଛନ୍ତି ୪୯ଜଣ ବାଂଲାଦେଶୀ । ଏନେଇ ବିଧାନସଭାରେ ଆଜି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ନୂଆ ସରକାର ଆସିବା ପରେ ୫୧ଜଣ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ଜଣଙ୍କୁ ବାଂଲାଦେଶ ପଠାଯାଇଛି । ଖୋର୍ଦ୍ଧାରୁ ୨୪ଜଣ, କଟକରୁ ୧୫ଜଣ, ଗଞ୍ଜାମରୁ ୬ଜଣ, କନ୍ଧମାଳରୁ ୩ଜଣ, କୋରାପୁଟରୁ ଜଣେ । ଆଉ ଆଉ ୨ … Read more

ବିଧାନସଭାରେ ସ୍ଵାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ମୁହାଁମୁହିଁ

ଭୁବନେଶ୍ୱର: ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ଦୁଇ ବରିଷ୍ଠ ନେତା।ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ ଯେ ସୋନପୁରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନିର୍ମାଣ ଶୈଳୀ ଦେଶର ଦ୍ଵିତୀୟ ସ୍ଥାନରେ ରହିଛି, କିନ୍ତୁ ଡାକ୍ତର ନାହାନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ତାଙ୍କ ଅଞ୍ଚଳକୁ ଭଲ ଡାକ୍ତର ବଦଳି କରି ନେଇଯାଉଛନ୍ତି। ଯେଉଁ କାରଣରୁ ଅନେକ ରୋଗୀ ଚିକିତ୍ସା ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାର ଜବାବରେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ … Read more

କିଟ୍‌ ବିଶ୍ବବିଦ୍ୟାଳୟରେ ଛାତ୍ର ଆତ୍ମହତ୍ୟା ଅଭିଯୋଗ

ଭୁବନେଶ୍ୱର: କିଟ୍ ପରିସରରେ ଥିବା ଛାତ୍ରାବାସରୁ ଜଣେ ଛାତ୍ରଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ଜଣକ ହେଲେ ଛତିଶଗଡ଼ର ରାହୁଲ ଯାଦବ । ସେ କମ୍ପ୍ୟୁଟର ସାଇନ୍ସ ବିଭାଗର ପ୍ରଥମ ବର୍ଷର ଛାତ୍ର ଅଟନ୍ତି । ଇନଫୋସିଟି ଥାନା ପୋଲିସ ଶବକୁ ଜବତ କରି ଶବଗୃହରେ ରଖିଛି । ଏ ନେଇ ଏସିପି ସୋନାଲ୍ ସିଂ ପରମାର ସୂଚନା ଦେଇଛନ୍ତି । ଛତିଶଗଡ଼ ରାହୁଲ କିଟରେ ପଢ଼ୁଥିଲେ । ଗତକାଲି ବିଳମ୍ବିତ ରାତିରେ … Read more