୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତି ପାଇବେ ଶିକ୍ଷକ
ଭୁବନେଶ୍ୱର: ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ ନୂତନ ପଦ ସୃଷ୍ଟି ହୋଇଛି । ଏହି ଖବର ସାମ୍ନାକୁ ଆସିବା ପରେ ଲାଇବ୍ରେରିଆନ୍ ପଦ ପାଇଁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଆଶାୟୀମାନେ ବାରମ୍ୱାର ଆନ୍ଦୋଳନ ଓ ଦାବି କରିବା ସତ୍ତ୍ୱେ … Read more