December 10, 2025 11:08 pm

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ୫୦ ଲକ୍ଷ; ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା। ଏନେଇ ବିଧାନସଭାରୁ ଆସିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩ ଲକ୍ଷରୁ ଅଧିକ ଟଙ୍କା।ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ ବିଧାନସଭାରେ ପ୍ରଶ୍ନ କରିଥିଲେ ଯେ,ରାଜ୍ୟରେ ନୂଆ ସରକାର ଆସିବା ପରେ ବିଭିନ୍ନ ମନ୍ତ୍ରୀମାନଙ୍କୁ ଦିଆଯାଇଥିବା କ୍ୱାର୍ଟର୍ସଗୁଡ଼ିକର ମରାମତି ଏବଂ ନବୀକରଣ ପାଇଁ କେତେ ଟଙ୍କା ଖର୍ଚ୍ଚ ହେଇଛି ଏବଂ ସମସ୍ତ ମନ୍ତ୍ରୀମାନଙ୍କର … Read more

ମା’ ପୁଅଙ୍କ ନିକଟରୁ ବ୍ରାଉନ ସୁଗାର ଓ ସେପଟେ କ୍ରିକେଟ ବ୍ୟାଟରୁ ଗଞ୍ଜେଇ ଜବତ

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାରୁ ବ୍ରାଉନସୁଗର କାରବାର ଚଳାଉଥିବା ମାଆ ଓ ପୁଅଙ୍କୁ କାମାକ୍ଷାନଗର ଅବକାରୀ ବିଭାଗ ଗିରଫ କରିଛି । ସେମାନଙ୍କୁ ନିକଟରୁ ୬୮୦ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଦୀର୍ଘ ଦିନ ଧରି ବ୍ରାଉନସୁଗର ଭଳି ସାଂଘାତିକ ନିଶା କାରବାର ଚଳାଇ ଆସୁଥିଲେ ଏହି ମାଆ ପୁଅ । ଜବତ ହୋଇଥିବା ବ୍ରାଉନ ସୁଗାରର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୬୮ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ଆକଳନ କରାଯାଇଛି … Read more

ଏମ.ଭି ୨୬ ଗାଁରେ ୧୬୩ ଧାରା ଲାଗୁ, ୪ ଦିନ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି: ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ମାଲକାନଗିରି ଜିଲ୍ଲାର ଏମଭି-୨୬ ଏବଂ ରାଖାଲଗୁଡ଼ା ଗ୍ରାମ ମଧ୍ୟରେ ଗୋଷ୍ଠୀ ବିବାଦ ଦେଖାଦେଇଛି । ଫଳରେ ଦୁଇ ଗ୍ରାମର ୧୦ କିଲୋମିଟର୍ ପରିଧି ପର୍ଯ୍ୟନ୍ତ ଭାରତୀୟ ନ୍ୟାୟ ସଂହିତାର ଧାରା ୧୬୩ ଲାଗୁ କରାଯାଇଛି । କୋରାପୁଟରୁ ଆଇଆରବି, ଡିଭିଏଫ୍ ଏବଂ ସିଆରପିଏଫ୍ ଯବାନଙ୍କୁ ଆଣି ଦୁଇ ଗ୍ରାମରେ ମୃତୟନ କରାଯାଇଛି । ପୋଲିସ ଟିମ୍ କ୍ୟାମ୍ପ ପକାଇ ଜଗି ରହିଛନ୍ତି । ଅନେକ ଘରର ଲୋକ ଗାଁ ଛାଡ଼ି … Read more

ଡିସେମ୍ବର ୮ ଏବଂ ୯ ରେ ବାରବାଟୀରେ ଟି-20 ମ୍ୟାଚ୍ ପାଇଁ ଟ୍ରାଫିକ୍ କଟକଣା ଲାଗୁ

ଭୁବନେଶ୍ବର: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୦୯.୧୨.୨୦୨୫ ରେ କଟକର ବାରବାଟୀ ଷ୍ଟାଡିୟମରେ ଟି-୨୦ କ୍ରିକେଟ ମ୍ୟାଚ୍ ଏବଂ ୦୮.୧୨.୨୦୨୫ ରେ ଖେଳାଳିମାନଙ୍କ ଅଭ୍ୟାସ ଅଧିବେଶନ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ଦଳଗତ ଗତିବିଧି ଏବଂ ମ୍ୟାଚ୍ ସମ୍ବନ୍ଧୀୟ କାର୍ଯ୍ୟକଳାପ ଯୋଗୁଁ ଷ୍ଟାଡିୟମକୁ ଯାଉଥିବା ସମସ୍ତ ରାସ୍ତାରେ ପ୍ରବଳ ଟ୍ରାଫିକ୍ ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଯାତ୍ରୀମାନଙ୍କୁ ଅନୁରୋଧ କରାଯାଇଛି ଯେ ସେମାନେ ସେମାନଙ୍କର ଯାତ୍ରା ଯୋଜନା କରନ୍ତୁ ଏବଂ ଟ୍ରାଫିକ୍ କର୍ମଚାରୀଙ୍କ … Read more

କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା ଆରମ୍ଭ

କୋଣାର୍କ: ବିଶ୍ବପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଜଗମୋହନରୁ ବାଲି କାଢ଼ିବା ଲାଗି ପ୍ରକିୟା ଆରମ୍ଭ ହୋଇଛି । ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଖମାରୀ ଓ ଏଏସ୍‌ଆଇର ପୂର୍ବତନ ଡିଜି ଏକେ ବାସାଙ୍କ ସମେତ ୧୦ ଜଣିଆ ବୈଷୟିକ କୋର୍‌ କମିଟି କୋଣାର୍କ ଗସ୍ତରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଟ୍ରେସ୍‌ ମ୍ୟାପ୍‌ କୁ ତଦାରଖ କରିବା ପରେ ସମସ୍ତ ଅଧିକାରୀ ସୂର୍ଯ୍ୟମନ୍ଦିର ଉପରକୁ ଚଢ଼ି ମନ୍ଦିର ଶୀର୍ଷରେ ଥିବା ଗର୍ଭଗୃହର … Read more