December 13, 2025 5:40 pm

ଔଷଧ ଦୋକାନରୁ ମିଳିଲା ମଦ

ଭଦ୍ରକ: ଭଦ୍ରକ ସହରରେ ଏକ ଔଷଧ ଦୋକାନରୁ ମଦ ଜବତ କରାଯାଇଛି । ଔଷଧ ବଦଳରେ ଚାଲିଥିଲା ମଦ ବେପାର ।ସୂଚନା ମୁତାବକ, ଆଜି ଭଦ୍ରକ ସହରରେ ବାଇପାସ୍ ରୋଡରେ ଥିବା ଶ୍ରୀଗଣେଶ ନାମକ ଔଷଧ ଦୋକାନରେ ଜନ ସ୍ୱାସ୍ଥ୍ୟ ବିଭାଗ ଟିମ୍ ଲାଇସେନ୍ସ ଯାଞ୍ଚ କରିବାକୁ ଆସିଥିଲା । ଲାଇସେନ୍ସ ଯାଞ୍ଚ ସମୟରେ ଏକ ବିଦେଶୀ ମଦ ବୋତଲ ଭର୍ତ୍ତି ପେଟି ମିଳିଥିଲା । ଏହା ପରେ ଟିମ୍ ଟାଉନ୍ ଥାନା ପୋଲିସକୁ ଖବର ଦେଇଥିଲା … Read more

ରାସ୍ତା କଡ଼ରୁ ମିଳିଲା ପୁଳା ପୁଳା ସରକାରୀ ଔଷଧ

ବାଲେଶ୍ୱର: ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାକଡ଼ରୁ ମିଳିଥିଲା ପୁଳା ପୁଳା ସରକାରୀ ମେଡିସିନ୍ । ରାସ୍ତାପାଖ ଅଳିଆ ଗଦାରେ ଅବଧି ସରିନଥିବା ଔଷଧ ପଡିଥିବା ଦେଖିବାକୁ ମିଳିଥିଲା ।ଗୋଟିଏ ମେଡ଼ିକାଲ ଅଫିସରଙ୍କ ଟିମ୍ ଘଟଣାସ୍ଥଳକୁ ସ୍ଥିତି ଅନୁଧ୍ୟାନ କରିବାକୁ ଯାଇଥିଲେ । ଘଟଣାରେ ଯେଉଁ ସରକାରୀ ଅଧିକାରୀ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସିଡିଏମ୍‌ଓ ।  ସୂଚନା ମୁତାବକ, ଆଜି … Read more

ଅନୁଗୁଳ ସହରରେ ଗୁଳିକାଣ୍ଡ , ଜଣେ ଗୁରୁତର

ଅନୁଗୁଳ: ଅନୁଗୁଳ ସହରର ଶିକ୍ଷକପଡା ନିକଟ ଇକୋ ପାର୍କ ସାମ୍ନାରେ ଗୁଳିମାଡ ହୋଇଛି। ଏହି ଗୁଳିକାଣ୍ଡ ବିଳମ୍ବିତ ରାତିରେ ଘଟିଛି। ଗୁଳିମାଡରେ ଜଣେ ଗୁରୁତର ହୋଇଛନ୍ତି। ଫାୟାରିଂରେ ଆହତ ବ୍ୟକ୍ତିଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଅନୁଗୁଳ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।  ମିଳିଥିବା ସୂଚନା ଅନୁଯାୟୀ, ଭବାନୀ ଶଙ୍କର ପ୍ରଧାନ ନାମକ ବ୍ୟକ୍ତିଙ୍କ ସହ ତାଙ୍କର ଜଣେ ବନ୍ଧୁ … Read more

ବିଡିଏ ଦ୍ୱାରା ପରିଚାଳିତ ସବୁ ପାର୍କ ଶନିବାର, ରବିବାର ଦିନସାରା ଖୋଲା ରହିବ

ଭୁବନେଶ୍ୱର: ପ୍ରାତଃଭ୍ରମଣକାରୀ, ଫିଟନେସ୍ ପ୍ରେମୀ ଏବଂ ପରିଦର୍ଶକଙ୍କ ବାରମ୍ବାର ଅନୁରୋଧକୁ ଦୃଷ୍ଟିରେ ରଖି, ବିଡିଏ ନିଷ୍ପତ୍ତି ନେଇଛି ଯେ, ସପ୍ତାହାନ୍ତରେ (ଶନିବାର ଓ ରବିବାର) ସବୁ ପାର୍କ ଦିନସାରା ଖୋଲା ରହିବ। ଏହି ନୂଆ ନିୟମ ଆସନ୍ତା ଡିସେମ୍ବର ୧୩ ତାରିଖ ଠାରୁ ଲାଗୁ ହେବ ବୋଲି କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି।ସଂଶୋଧିତ ସମୟ ଅନୁଯାୟୀ, ସମସ୍ତ ବିଡିଏ-ପରିଚାଳିତ ପାର୍କ ଶନିବାର ଏବଂ ରବିବାର ସକାଳ ୫:୦୦ ରୁ ରାତି ୮: ୩୦ ପର୍ଯ୍ୟନ୍ତ ଖୋଲା ରହିବ, ଯାହା … Read more

ଭୁବନେଶ୍ୱର: ବୁଧୁବାର ଦିନ ଇଡ଼କୋ ପ୍ରଦର୍ଶନୀ ପଡିଆ ଠାରେ ୧୮ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା ୨୦୨୫ ଉଦଘାଟିତ ହୋଇଯାଇଛି.। ଉଦ୍ଘାଟନୀ ସମାରୋହରେ ଜଙ୍ଗଲ ଓ ପରିବେଶ, ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ଏହି କଳିଙ୍ଗ ହର୍ବାଲ ମେଳା କେବଳ ଏକ ମେଳା ନୁହେଁ, ଏହା ଆମର ପରମ୍ପରା, ଆୟୁର୍ବେଦ ଐତିହ୍ୟ, ଜଙ୍ଗଲ ଓ ପ୍ରକୃତିର ଦାନକୁ ସମ୍ମାନ କରିବାର … Read more