ଲୋକସଭାର ବାଚସ୍ପତି ଓ ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ
ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ତଥା ଲୋକସଭାର ପୂର୍ବତନ ବାଚସ୍ପତି ଶିବରାଜ ପାଟିଲଙ୍କ ଆଜି ସକାଳ ସାଢ଼େ ୬ଟା ସମୟରେ ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥତା ହେତୁ ସେ ଘରେ ଚିକିତ୍ସାଧୀନ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ମହାରାଷ୍ଟ୍ରର ଲାତୁର ଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶିବରାଜ ପାଟିଲ ପୂର୍ବରୁ ଲୋକସଭାର ବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ ଏବଂ ଏକାଧିକ ବାର … Read more