ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ପ୍ରଥମ ବୈଠକ ହେବ ଆସନ୍ତା ୨୨ରେ
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆସନ୍ତା ୨୨ ତାରିଖ ଅପରାହ୍ଣ ୪ଟାରେ ମହାନଦୀ ଜଳ ବିବାଦର ପ୍ରଥମ ବୈଠକ ଅନୁଷ୍ଠିତ ହେବ। ଏଥିରେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି । ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍ ସମ୍ମୁଖରେ ଚାଲୁଥିବା ଆଲୋଚନା ଓ ପ୍ରକ୍ରିୟାଗୁଡ଼ିକୁ ଦୃଷ୍ଟିରେ ରଖି ଏବଂ ମହାନଦୀ ଜଳ ବିଷୟର ଜଟିଳତା ଓ ଭାବପ୍ରବଣତାର ଗୁରୁତ୍ୱକୁ ମନେ କରି ରାଜ୍ୟ ସରକାର ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ … Read more