‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
କୋରାପୁଟ: ଆଜି ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ର ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲ୍ଲାର ବିକାଶ ପାଇଁ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଘୋଷଣା କରିବେ। ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ ଟାରେ ହେଲିକପ୍ଟର ଯୋଗେ ବିଶାଖାପାଟଣାରୁ ଆସି କୋରାପୁଟ ବିଏସ୍ଏଫ ହେଲିପ୍ୟାଡ୍ରେ ପହଞ୍ଚିବେ ପରେ ସେଠାରୁ କାର୍ରେ ସ୍ଥାନୀୟ ସ୍ବତନ୍ତ୍ର ସର୍କିଟ ହାଉସ୍ଠାରେ ପ୍ରାୟ ୨ ଘଣ୍ଟା ଧରି … Read more