କିଟ୍ ନହ୍ନିପରୀ ୨୦୨୫ ହେଲେ କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ
ଭୁବନେଶ୍ୱର: କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୫ର ଫାଇନାଲ୍ ତଥା ମେଗା ରାଉଣ୍ଡ ମଙ୍ଗଳବାର ଶେଷ ହୋଇଛି । ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସମୃଦ୍ଧି ନହ୍ନିପରୀ ମୁକୁଟ ସହ ୧୦ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି । ସେମିଫାଇନାଲ୍କୁ ୩୫ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ଜଣ ଫାଇନାଲ୍ ରାଉଣ୍ଡକୁ ଉତ୍ତୀର୍ଣ୍ଣ ହୋଇଥିଲେ। ମଧ୍ୟପ୍ରଦେଶର … Read more