ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା
ଭୁବନେଶ୍ୱର: ଏଣିକି ସରକାରୀ ସ୍କୁଲ ଛାତ୍ରଛାତ୍ରୀମାନେ ମାଗଣାରେ ଏହି ବସ୍ ରେ ଯାତ୍ରା କରିବେ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଛି। ପରିବହନ ବିଭାଗ ଯେମିତି କ୍ଷତି ନ ସହିବ ସେନେଇ ଆଲୋଚନା ହୋଇଛି। ପ୍ରାୟ ୧୪୨୨ ଟି ସରକାରୀ ବସରେ ଏପରି ସୁବିଧା ପ୍ରଦାନ କରାଯିବ। ସ୍କୁଲ୍ ୟୁନିଫର୍ମ ଓ ଆଇକାର୍ଡ ଦେଖାଇ ଛାତ୍ରଛାତ୍ରୀମାନେ ଏହି ସେବା ପାଇପାରିବେ। କେଉଁ ରୁଟ୍ରେ କେତେ ବସ୍ ଚାଲିବ, ତାହା OSRTC ସ୍ଥିର … Read more