February 26, 2026 4:02 pm

ଉନ୍ନୟନ କମିଶନର ଭାବେ ଦାୟିତ୍ୱ ନେଲେ ଦେଓରଞ୍ଜନ ସିଂ

ଭୁବନେଶ୍ୱର:ନୂତନ ଉନ୍ନୟନ କମିସନର ଭାବେ ଦାୟିତ୍ବ ଗ୍ରହଣ କଲେ ଦେଓରଞ୍ଜନ କୁମାର ସିଂହ। ପୂର୍ବରୁ ଅନୁ ଗର୍ଗ ଉନ୍ନୟନ କମିସନର ଭାବେ କାର୍ଯ୍ୟ କରୁଥିଲେ। ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବା ପରେ ସେହି ପଦବୀ ଖାଲିପଡ଼ିଥିଲା। ୧୯୯୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଦେଓରଞ୍ଜନ କୁମାର ସିଂହଙ୍କୁ ଉନ୍ନୟନ କମିସନର ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ଯୋଜନା ଓ ସଂଯୋଜନ ବିଭାଗ ସହ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ … Read more

ବଡଦାଣ୍ଡରେ ଦୁର୍ଘଟଣା ନାବାଳକ ମୃତ

ପୁରୀ:ଆଜି ସକାଳୁ ସକାଳୁ ପୁରୀ ବଡ଼ ଦାଣ୍ଡରେ ଜଣେ ବ୍ୟକ୍ତି ତାଙ୍କର ଦୁଇ ନାତିଙ୍କୁ ଏକ ସ୍କୁଟିରେ ଧରି ଜଳଖିଆ କିଣିବାକୁ ଆସୁଥିଲେ । ଏହି ସମୟରେ ଏକ ବୋଲେରୋ ଗାଡ଼ି (ଓଡି୨୨ଏସି୩୦୪୮) ବଳଗଣ୍ଡି ଛକ ନିକଟରେ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ତିନି ଜଣ ସ୍କୁଟି ଆରୋହୀ ତଳେ ପଡ଼ି ଗୁରୁତର ହୋଇଯାଇଥିଲେ । ଉପସ୍ଥିତ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ମାତ୍ର ଚିକିତ୍ସାଧୀନ … Read more

ଜାନୁଆରୀ ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର୍

ଭୁବନେଶ୍ୱର:ପ୍ରଦୂଷଣ ସାର୍ଟିଫିକେଟ ଆଉ ଗ୍ରୀନ୍ ଷ୍ଟିକର କୁ ନେଇ ଗାଡ଼ିଚାଳକମାନେ ଚିନ୍ତାରେ ଥିବାବେଳେ ପରିବହନ ବିଭାଗ କରିଛି ବଡ଼ ଘୋଷଣା ।ଓଡ଼ିଶା ପରିବହନ ବିଭାଗ ଘୋଷଣା କରିଛି ଯେ, ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUCC)ଥିବା ଯାନବାହାନଗୁଡ଼ିକ ପାଇଁ ୧୦ ଜାନୁଆରି ୨୦୨୬ ଠାରୁ ସବୁଜ ରଙ୍ଗର PUCC ବୈଧତା ଷ୍ଟିକର୍ ଉପଲବ୍ଧ ହେବ।ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଯାନବାହାନ ମାଲିକମାନେ ପୂର୍ବରୁ ବୈଧ PUCC ପ୍ରାପ୍ତ କରିସାରିଛନ୍ତି, ସେମାନେ ନିଜ ନିକଟସ୍ଥ … Read more

ଚିଲିକାରେ ଡଙ୍ଗା ଚଳାଚଳକୁ ନେଇ ଲାଗୁ ହେଲା ନୂଆ କଟକଣା

ଭୁବନେଶ୍ୱର :ଗୁରୁବାର ଦିନ ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ହାନି ଘଟିଥିଲା । ଏହାପରେ ଚିଲିକା ରେ ଡ଼ଙ୍ଗା ଚଳା ଚଳକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳାଚଳକୁ ବାରଣ କରାଯାଇଛି । କୁହୁଡ଼ି ନକମିବା ଯାଏଁ ଡଙ୍ଗା ଚଳାଚଳ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ପୁରୀ ଜିଲାପାଳ ।ବର୍ତ୍ତମାନ ରାଜ୍ୟରେ ଘନ କୁହୁଡ଼ି ଲାଗି ରହିଛି । ଫଳରେ ୫୦ ମିଟର ଦୂରକୁ … Read more

FASTag ନିୟମରେ ହବ ପରିବର୍ତ୍ତନ

ନୂଆଦିଲ୍ଲୀ:କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ କରିବାକୁ ପଡ଼ିବ ନାହିଁ। FASTag ନିୟମକୁ ସରଳ ଏବଂ ସ୍ୱଚ୍ଛ କରିବା ପାଇଁ ଏହି ପଦକ୍ଷେପ ନିଆଯାଉଛି।FASTag ଉପରେ ମୋଦି ସରକାରଙ୍କ ଏହି ନିଷ୍ପତ୍ତି ସାଧାରଣ ଗାଡ଼ି ମାଲିକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବ। NHAI ପକ୍ଷରୁ ଘୋଷଣା କରାଯାଇଛି, ଯେ, ୨୦୨୬ ଫେବୃଆରୀ ୧ରୁ ନୂତନ ଯାନ ପାଇଁ KYC ର … Read more