ସମ୍ବଲପୁରବାସୀଙ୍କ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ସମ୍ବଲପୁର ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକଳ୍ପ ଅଧୀନରେ ସମ୍ବଲପୁର ସହର ମଧ୍ୟରେ ପ୍ରାୟ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍ଲାଇନ୍ ବିଛାଯିବ। ସେଥିପାଇଁ ଗୋଟିଏ ଇନ୍ ଟେକ୍ ଓ୍ବେଲ୍ ଓ ଦୁଇଟି … Read more