April 12, 2026 11:13 am

ବର୍ତମାନ ପର୍ଯ୍ୟନ୍ତ ୧୬ ହଜାରରୁ ଅଧିକ ପ୍ରଦର୍ଶନକାରୀଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା:ଇରାନ

ଇରାନ: ଇରାନର ସର୍ବୋଚ୍ଚ ନେତା ଆୟାତୁଲ୍ଲା ଅଲ୍ଲୀ ଖାମେନୀ ନିକଟରେ ସ୍ବୀକାର କରିଛନ୍ତି, ଗତ ଦୁଇ ସପ୍ତାହ ହେବ ଜାରି ବିରୋଧ ପ୍ରଦର୍ଶନରେ ହଜାର ହଜାର ଇରାନ ନାଗରିକ ନିହତ ହୋଇଛନ୍ତି। ଖାମେନୀ ଏହି ମୃତ୍ୟୁ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡୋ ଟ୍ରମ୍ପଙ୍କୁ ସିଧାସଳଖ ଭାବରେ ଦାୟୀ କରିଛନ୍ତି। ସେ କହିଛନ୍ତି, ଟ୍ରମ୍ପ ଖୋଲାଖୋଲି ଭାବରେ ପ୍ରଦର୍ଶନକାରୀଙ୍କୁ ଉସକାଇବା ସହ ତାଙ୍କୁ ଆମେରିକାର ସାମରିକ ସମର୍ଥନ ଦେବାର ପ୍ରତିଶ୍ରୁତି ଦେଇଥିଲେ ଯାହା ଫଳରେ ପରିସ୍ଥିତି ଅଧିକ ଉଗ୍ର … Read more

ଜମି ବିବାଦ କୁ ନେଇ ପୋଲିସ ଆଗରେ ଗୁଳି ଚାଳନା : ବାରଙ୍ଗ

ବାରଙ୍ଗ: ତ୍ରିଶୂଳିଆ ଛକ ନିକଟ କୁସିନ୍ଦା ଗ୍ରାମରେ ଫୁଟିଛି ଗୁଳି । ଜମିଜମା ବିବାଦକୁ କେନ୍ଦ୍ରକରି ଫାଙ୍କା ଗୁଳି ଚାଳନା ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ରବିବାର ଅପରାହ୍ନ ୨ଟା ରେ ତ୍ରିଶୂଳିଆ ଛକ କୁସିନ୍ଦା ଗ୍ରାମ ନିକଟରେ ଥିବା ଏକ ବିଲଡର ପ୍ରୋଜେକ୍ଟରେ କାମ ଚାଲୁଥିବା ବେଳେ ହଠାତ୍ ଏକ କଳା ରଙ୍ଗର କାରରେ କିଛି ଦୁର୍ବୃତ୍ତ ସେଠାରେ ପହଞ୍ଚିଥିଲେ । ପରେ ସେଠାରେ ବନ୍ଧୁକ ଦେଖାଇ ଆତଙ୍କରାଜ ଚଳାଇଥିବା ବେଳେ ବାରଙ୍ଗ … Read more

ନ୍ୟୁଜିଲାଣ୍ଡ ଠାରୁ ଦିନିକିଆ ସିରିଜ୍ ହାରିଲା ଭାରତ

ଇନ୍ଦୋର: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆରେ ସଂଘର୍ଷ କରି ହାରିଲା ଟିମ୍ ଇଣ୍ଡିଆ ।ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ ଗ୍ଲେନ ଫିଲିପ୍ସଙ୍କ ଶତକ ବଳରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୩୭ ରନ୍‌ କରିଥିଲା। ଜବାବରେ କୋହଲିଙ୍କ ଶତକ ସତ୍ତ୍ୱେ ଭାରତ ୪୬ ଓଭରରେ ୨୯୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। … Read more