April 12, 2026 6:37 pm

କ୍ୟାବିନେଟ୍‌ ବୈଠକରେ ୧୨ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି । ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨କୋଟି ଟଙ୍କା ମଞ୍ଜୁର ହୋଇଛି । କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁସାରେ, ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ପୁନର୍ଗଠନ ସହ ସେମାନଙ୍କୁ ପଦୋନ୍ନତିର ସୁବିଧା ପ୍ରଦାନ ପାଇଁ ବିଜ୍ଞପ୍ତି … Read more

ଓଡ଼ିଆରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ରହିଛି। ପ୍ରତ୍ୟେକ ଜିଲ୍ଲା ସଦର ମହକୁମା ବହି ଦୋକାନରେ ଏହି ବହି ଗୁଡ଼ିକ ଉପଲବ୍ଧ ହେବ। ସୂଚନାଥାଉ ଯେ, ଓଡ଼ିଆ ଭାଷାରେ ଏହିଭଳି ବହି ଆଗରୁ ନଥିବାରୁ ରାଜ୍ୟ ସରକାର … Read more

ନବୀନଙ୍କୁ ଭେଟିଲେ କଳିକେଶ ସିଂହଦେଓ

ଭୁବନେଶ୍ୱର:ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଆଜି ନବୀନ ନିବାସରେ ଭେଟିବା ପରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ କହିଛନ୍ତି ଯେ ନବୀନଙ୍କ ପରେ କୌଣସି ଲିଡରସିପ୍‌ର ପ୍ରଶ୍ନ ଉଠୁନି । ନବୀନଙ୍କ ସହ ପୂରା ବିଜୁ ଜନତା ଦଳ ରହିଛି ବୋଲି ସେ କହିଛନ୍ତି । ଦଳ ତାଙ୍କୁ ଯାହା ଦାୟିତ୍ୱ ଦେବ ତାହା ନିର୍ବାହ କରିବେ ବୋଲି କଳିକେଶ କହିଛନ୍ତି । ୨୪ ବର୍ଷ ଧରି ରାଜ୍ୟକୁ ଗୋଲ୍ଡେନ୍ ପିରିୟଡ୍ ନବୀନ … Read more

କଲେଜରେ ଖଟି କରୁଥିବା ଅଧ୍ୟାପକ/ଅଧ୍ୟାପିକାଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଏଣିକି କଲେଜରେ ଯଦି କେବେ ଖଟି କରିବାର ପ୍ରମାଣ ମିଳେ ତେବେ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କଠୋର କାର୍ଯ୍ୟାନୁଷ୍ଠାନ ସହ ବନ୍ଦ ହୋଇପାରେ ଦରମା। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସବୁ ସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚଶିକ୍ଷା ବିଭାଗ। ପ୍ରଚୁର ଦରମା ପାଉଥିବା ସତ୍ତ୍ଵେ କାର୍ଯ୍ୟରେ ଅବହେଳା କରୁଛନ୍ତି ଅଧ୍ୟାପକ/ଅଧ୍ୟାପିକା । ଗତ ୨୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କଟକ ଜିଲ୍ଲାର ଦୁଇଟି … Read more

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ବାର୍ଷିକ ଉତ୍ସବ ‘ରିଦିମ୍ -୨୦୨୬’

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍‌ଏନ୍‌ସି)ର ୨୦୨୫-୨୬ ବ୍ୟାଚ୍‌ର ପ୍ରଥମ ବର୍ଷ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍ ଛାତ୍ରଛାତ୍ରୀମାନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଓ କଲେଜର ବାର୍ଷିକ ଉତ୍ସବ ଏଠାରେ ଶୁକ୍ରବାର ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ। ସେ କହିଥିଲେ ଯେ, ତାଙ୍କ ହାତରେ ମଣିଷର ଜୀବନ ନିର୍ଭର କରେ । … Read more

ସିଏମ୍‌ସି କାଉନସିଲ୍ ବୈଠକରେ ହଟ୍ଟଗୋଳ

କଟକ: ସିଏମସି ବୈଠକ ରେ ପ୍ରବଳ ହଟ୍ଟଗୋଳ ହେବାରୁ ବୈଠକ ଅଧାରୁ ପଳାଇଲେ ମେୟର ଓ କମିଶନର। ଶୁକ୍ରବାର କଟକ ମହାନଗର ନିଗମର ୩୮ ତମ କାଉନସିଲ ବୈଠକ ଚାଲିଥିବା ବେଳେ ଏଭଳି ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଥିଲା। ସହରୀକରଣ ଯୋଜନା ଉପରେ ଗୁରୁତ୍ୱାପୋରପ ଚାଲିଥିବା ବେଳେ ପୂର୍ବଭଳି କାଉନସିଲ୍ ବୈଠକ ଅଧାରୁ ବନ୍ଦ ହୋଇଛି। ସିଏମସି ବୈଠକ ଚାଲିଥିବା ବେଳେ ୫୮ ନମ୍ବର ୱାର୍ଡ କାଉନସିଲର୍ ପ୍ରତିବାଦ କରିଥିଲେ। ତାଙ୍କ ୱାର୍ଡରେ ଥିବା ସମସ୍ୟାକୁ ନେଇ … Read more

ସରକାରୀ ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ପାଳନକୁ କଢ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ସମସ୍ତ ସରକାରୀ ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ସମ୍ପର୍କିତ ନିୟମକୁ ସଠିକ୍ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ପକ୍ଷରୁ ୨୭ ଜାନୁଆରୀ ୨୦୨୬ ତାରିଖରେ ଜାରି ହୋଇଥିବା ସରକାରୀ ପତ୍ରରେ ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ, ରେଭେନ୍ୟୁ ଡିଭିଜନାଲ୍ କମିଶନର ଓ ଜିଲ୍ଲାପାଳମାନଙ୍କୁ ଏହି ନିୟମ କଢ଼ାକଡ଼ି ଭାବେ ପାଳନ କରିବାକୁ ସ୍ପଷ୍ଟ ଭାବେ କୁହାଯାଇଛି। ସରକାରୀ ପତ୍ରରେ ୮ … Read more

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା ମାମଲା: CIDକୁ ହସ୍ତାନ୍ତର

ନୂଆଦିଲ୍ଲ: ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା ମାମଲା ର ତଦନ୍ତ ପାଇଁ ମହାରାଷ୍ଟ୍ର ପୁଲିସ୍ ନିର୍ଦ୍ଦେଶ ଜାରି କରିଛି। ସ୍ଥାନୀୟ ପୁଲିସ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS)ର ଧାରା ୧୯୪ ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ ମାମଲା ପଞ୍ଜିକୃତ କରି ଏହାକୁ CID କୁ ହସ୍ତାନ୍ତର କରିଛି। ଘଟଣା ଦିନ ପୱାରଙ୍କ ବ୍ୟକ୍ତିଗତ ବିମାନ ମୁମ୍ବଇରୁ ଉଡ଼ାଣ ଭରିଥିଲା। ବାରାମତୀରେ ଅବତରଣ ସମୟରେ ଏୟାରଷ୍ଟ୍ରିପର ଧାରରୁ ପ୍ରାୟ ୨୦୦ ମିଟର ଦୂରରେ ଦୁର୍ଘଟଣାଗ୍ରସ୍ତ ହେବା ପରେ ପାଓ୍ବାରଙ୍କ … Read more