February 26, 2026 2:25 am

ମୁଖ୍ୟମନ୍ତ୍ରୀ ବଳଭଦ୍ରପୁରରେ ଟେକ୍ସଟାଇଲ୍ ପାର୍କର ଭିତ୍ତିପ୍ରସ୍ତର ସ୍ଥାପନ କଲେ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଛନ୍ତି।ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କେନ୍ଦୁଝରକୁ ଏକ ବିବିଧ ଶିଳ୍ପ ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଉପସ୍ଥାପନା କରିଛନ୍ତି। କେନ୍ଦୁଝର କେବଳ ଖଣି ଏବଂ ଇସ୍ପାତ ପାଇଁ ଜଣାଯିବ ନାହିଁ। ଆମେ ଏହାକୁ ବହୁବିଧ କ୍ଷେତ୍ର ଶିଳ୍ପ … Read more

କଟକ ଜିଲ୍ଲାପାଳଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ

ଭୁବନେଶ୍ୱର: କଟକ ଜିଲ୍ଲାପାଳଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ । ରାଜ୍ୟସଭାରେ ଅଭିଯୋଗ କରିଥିଲେ ୭ ସାଂସଦ । କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ ଜାରି କରାଯାଇଛି । ସରକାରୀ କାର୍ଯ୍ୟକ୍ରମକୁ ସାଂସଦଙ୍କୁ ଆମନ୍ତ୍ରଣ କରାନଯିବା ଘଟଣାକୁ ନେଇ ରାଜ୍ୟସଭା ସଚିବାଳୟ ପକ୍ଷରୁ ନିର୍ଦ୍ଦେଶକ ସକେତ କୁମାର ଏହି ନୋଟିସ କେନ୍ଦ୍ର ପର୍ସେନେଲ, ପବ୍ଲିକ ଗ୍ରିଭାନସେସ ଓ ପେନସନ ବିଭାଗ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରଣାଳୟ ଜରିଆରେ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଜାନୁଆରୀ … Read more

ଜରପଡା ଛକ ନିକଟରେ ଓଲଟିଲା ଗ୍ୟାସ ଟ୍ୟାଙ୍କର

ଅନୁଗୁଳ: ଛତିଶଗଡରୁ ଅନୁଗୁଳ ଅଭିମୁଖେ ଆସୁଥିବା ଏକ କମ୍ପ୍ରେସଡ୍ ବାୟୋ ଗ୍ୟାସ୍- CBG ଟ୍ୟାଙ୍କର ବିଳମ୍ବିତ ରାତିରେ ଜରପଡ଼ା ଛକ ନିକଟସ୍ଥ ପେଟ୍ରୋଲ ପମ୍ପ ପାଖରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଖବର ପାଇ ଜରପଡା ଥାନା ପୁଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଦୁଇ ପାଖ ରାସ୍ତା ଅବରୋଧ କରିବା ସହ ଦମକଳ ବାହିନୀକୁ ଖବର ଦେଇଥିଲା । ଟ୍ୟାଙ୍କରରେ ବିପଦପୂର୍ଣ୍ଣ ତଥା ଦହନଶୀଳ ଗ୍ୟାସ୍ ଥିବାରୁ ଦୁଇଟି ଦମକଳ ଆସି ଗାଡ଼ିକୁ ଜଗି … Read more

ନୂଆ କାର୍ଯ୍ୟାଳୟ “ସେବା ତୀର୍ଥ” ରେ ୪ ବଡ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସେବା ତୀର୍ଥରେ ପ୍ରଥମ ଥର ପାଇଁ ମୋଦି ଗୁରୁତ୍ୱପୂର୍ଣ୍ଣ ଫାଇଲରେ ସ୍ବାକ୍ଷର କରିଛନ୍ତି। ଏହି ନିଷ୍ପତ୍ତିଗୁଡ଼ିକ ସେବାର ଭାବନାରେ ପରିପୂର୍ଣ୍ଣ ଏବଂ ମହିଳା, ଯୁବକ, ଚାଷୀ ଏବଂ ଦୁର୍ବଳ ଗୋଷ୍ଠୀ ସମେତ ସମାଜର ପ୍ରତ୍ୟେକ ବର୍ଗର ସ୍ବାର୍ଥ ପାଇଁ ଉର୍ଦ୍ଦିଷ୍ଟ।୧. ପ୍ରଧାନମନ୍ତ୍ରୀ ରିଲିଫ ଯୋଜନାକୁ ଅନୁମୋଦନ:ଏହି ଯୋଜନା ପ୍ରତ୍ୟେକ ନାଗରିକଙ୍କ ପାଇଁ ଜୀବନ ରକ୍ଷାକାରୀ ପ୍ରମାଣିତ ହେବ। ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନେ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ନଗଦମୁକ୍ତ ଚିକିତ୍ସା ପାଇବେ। ଏହାର … Read more

ଦିଲ୍ଲୀ ଏମ୍ସରେ ହେବ ଏସିଡ୍ ଓ ବର୍ନ ପୀଡ଼ିତଙ୍କ ‘ଫେସ୍ ଟ୍ରାନ୍ସପ୍ଲାଣ୍ଟ’

ନୂଆଦିଲ୍ଲୀ: ଏଣିକି ଦିଲ୍ଲୀ ଏମ୍ସର ବର୍ନ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗ ‘ଫେସ୍ ଟ୍ରାନ୍ସପ୍ଲାଣ୍ଟ’ର ସୁବିଧା ଆରମ୍ଭ କରିବାକୁ ଯାଉଛି। ଏଥିପାଇଁ ଡାକ୍ତରମାନଙ୍କୁ ଟ୍ରେନିଂ ମଧ୍ୟ ଦିଆଯାଇ ସାରିଛି। ଏହି ଅତ୍ୟାଧୁନିକ ଏବଂ ଜଟିଳ ପ୍ରକ୍ରିୟା ପ୍ରସ୍ତୁତି ପାଇଁ ଏକ ପାଞ୍ଚ ଦିନିଆ ବହୁ-ଦିବସୀୟ ଅନ୍ତର୍ଜାତୀୟ ଶିକ୍ଷାଗତ ତାଲିମ ଏବଂ ଏକ ସ୍ୱତନ୍ତ୍ର କାଡାଭେରିକ୍ କର୍ମଶାଳା ଆୟୋଜନ କରାଯାଇଥିଲା। ଶୁକ୍ରବାର, ଏମ୍ସର ବର୍ନ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ମୁଖ୍ୟ ଡକ୍ଟର ମନୀଷ ସିଂଘଲ କହିଛନ୍ତି ଯେ … Read more

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ରୋଗୀର ଗୋଡ଼କୁ ରକ୍ଷା କଲେ ସମ୍ ଅଲ୍ଟିମେଟ ମେଡିକେୟାରର ଡାକ୍ତର

ଭୁବନେଶ୍ୱର: ରୋଗୀର ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ଓଡ଼ିଶାରେ ପ୍ରଥମ ଥର ପାଇଁ ଆଣ୍ଠୁର ନିମ୍ନଭାଗକୁ ଅତ୍ୟାଧୁନିକ ଏଣ୍ଡୋଭାସ୍କୁଲାର ଅ।ଥେରେକ୍ଟୋମି ପଦ୍ଧତିରେ ସଦ୍ୟତମ ଜେଟ୍ସଟ୍ରିମ ଟେକ୍ନୋଲଜି ବ୍ୟବହାର କରି ସୁରକ୍ଷା କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)ର ଡାକ୍ତର । ଏହି ଉଲ୍ଲେଖନୀୟ ପ୍ରକ୍ରିୟାକୁ ସମ୍ ର ଇନ୍‌ଟରଭେନ୍‌ସନାଲ୍ ରେଡିଓଲୋଜିର କନ୍‌ସଲ୍‌ଟାଂଟ ଡାକ୍ତର ସମ୍ବିତ କୁମାର ପଟ୍ଟନାୟକ ମିନିମାଲି ଇନ୍‌ଭେସିଭ୍ ଭାସ୍କୁଲାର କେୟାର ମାଧ୍ୟମରେ ସମ୍ପନ୍ନ କରିଛନ୍ତି । ରୋଗୀଙ୍କ ଗୋଡ଼ର ଧମନୀରେ ଜଟିଳ … Read more