February 25, 2026 11:03 pm

ବିଜେପିରେ ମିଶିବେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପୁଅ

ଭୁବନେଶ୍ୱର: ଅନନ୍ତ ଦାସଙ୍କ ପୁଅ ଅଭିଜିତ ଦାସ ବିଜେପିରେ ମିଶିବା ନେଇ ସୂଚନା ମିଳିଛି। ଏ ନେଇ ନିଜେ ସୂଚନା ଦେଇଛନ୍ତି ଅଭିଜିତ। ସେ କହିଛନ୍ତି, ମୁଁ ଓ ମୋ ପରିବାର ଖୁବଶୀଘ୍ର ପଦ୍ମ ଧରିବାକୁ ଯାଉଛୁ। ଅଭିଜିତ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭେଟିଛନ୍ତି। ଏହାସହ ସେ ଭାଜପାର କିଛି ଟାଣୁଆ ନେତାଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି। ଅଭିଜିତଙ୍କ ପିତା ଅନନ୍ତ ଦାସ ବିଜେଡିର ଜଣେ ଟାଣୁଆ ନେତା ଭାବେ ପରିଚିତ ଥିଲେ। ବିଜେଡି … Read more

ରାଜ୍ୟରେ ସବୁଠି ମିଳୁଛି ଅପମିଶ୍ରିତ ଖାଦ୍ୟ

ବନେଶ୍ୱର: ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଉତ୍ତରରୁ ଏହା ସ୍ପଷ୍ଟ ହୋଇଛି। ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ, ବିସ୍କୁଟ, ମଇଦା, ସ୍ନାକ୍ସ, ଛତୁଆ, ସସ୍ , ସୋୟାବିନ, ଘିଅ, ଲହୁଣୀ , ଚିନି, ପାମ୍ପଡ, ଚକୋଲେଟ, ନୁଡୁଲ୍ସ ଆଦି ଅପମିଶ୍ରିତ ହେଉଛି। ଏପରିକି ସମସ୍ତେ ଖାଉଥିବା ଲୁଣ ବି କିଛି ସ୍ଥାନରେ ଭେଜାଲ୍‌ ଦେଖିବାକୁ ମିଳିଛି। ତାରା ବାହିନୀପତିଙ୍କ ପ୍ରଶ୍ନରେ ୩୦ ଜିଲ୍ଲାରେ … Read more

ସରକାରୀ କର୍ମଚାରୀଙ୍କୁ ଚେତାବନୀ, ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତିର ହିସାବ ଦିଅ

ଭୁବନେଶ୍ୱର: ଗ୍ରୁପ୍-ଏ ଠାରୁ ଆରମ୍ଭ କରି ଗ୍ରୁପ୍-ଡି ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କୁ ନିଜର ସ୍ଥାବର ଅସ୍ଥାବର ସମ୍ପତ୍ତିର ତାଲିକା ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସମ୍ପତ୍ତିର ସୂଚନା ନ ଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ଶୁଣାଣି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ (ସଂଶୋଧନ) ନିୟମ ୨୦୨୧ ଅନୁଯାୟୀ ଗ୍ରୁପ୍-ଏ ଠାରୁ ଆରମ୍ଭ … Read more

୨୬ ତାରିଖରେ ଓଡିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ୱର:ଆସନ୍ତା ୨୬ ତାରିଖରେ ଓଡିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଫେବ୍ରୁଆରୀ ୨୬ ତାରିଖରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ, ସେମାନଙ୍କର ୪ ଦିନିଆ ଓଡିଶା ଗସ୍ତ ରହିଛି। ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣିଆ ଟିମ୍ ରେ ଓଡିଶାକୁ ଆସିବେ। ଏହି ୪ ଦିନିଆ ଗସ୍ତ ସମୟରେ ସମ୍ବଲପୁର ଓ ଝାରସୁଗୁଡା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ନେଇ ସୂଚନା ମିଳିଛି।ଟ୍ରିବ୍ୟୁନାଲ ଟିମର ଗସ୍ତକୁ ନେଇ … Read more

ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

ନୂଆଦିଲ୍ଲୀ: ଟି ୨୦ ବିଶ୍ଵକପର ସୁପର-୮ ରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୭୬ ରନରେ ପରାସ୍ତ ହୋଇଛି। ରବିବାର ସୁପର-୮ ପର୍ଯ୍ୟାୟର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ଭାରତକୁ ୧୮୮ ରନର ଟାର୍ଗେଟ ଦେଇଥିଲା। ଜବାବରେ ଭାରତୀୟ ଦଳ ମାତ୍ର ୧୧୧ ରନରେ ସମସ୍ତ ୱିକେଟ ହରାଇଥିଲେ। ଦକ୍ଷିଣ ଆଫ୍ରିକାର ଆରମ୍ଭ ଖରାପ ଥିଲେ ମଧ୍ୟ ଡେଭିଡ ମିଲର, ବ୍ରେଭିସ ଏବଂ ଷ୍ଟବ୍ସ ବିସ୍ଫୋରକ ପାଳି ଖେଳିଥିଲେ। ଡେଭିଡ ମିଲର ୩୫ ବଲରେ … Read more