ଖଣି ଅଧିକାରୀଙ୍କ ଘରୁ ୪ କୋଟିରୁ ଉର୍ଦ୍ଧ ଟଙ୍କା ଜବତ କଲା ଭିଜିଲାନ୍ସ
ଭୁବନେଶ୍ୱର: କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଭୁବନେଶ୍ୱର ପଟିଆସ୍ଥିତ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ । ଓଡ଼ିଶା ଭିଜିଲାନ୍ସ ଇତିହାସରେ ଏହା ଏବେ ସୁଦ୍ଧା ସବୁଠାରୁ ବଡ଼ ନଗଦ ଟଙ୍କା ଜବତ ବୋଲି କୁହାଯାଉଛି । ଟ୍ରଲି ବ୍ୟାଗ୍ ଏବଂ ଆଲମିରା ଭିତରେ ଲୁଚାଇ ରଖାଯାଇଥିବା ୪ କୋଟିରୁ ଅଧିକ ଟଙ୍କା ମିଳିଛି । ଏହା ସହିତ ଭୁବନେଶ୍ୱର ପାହଳଠାରେ ଏକ ଦୁଇ ମହଲା କୋଠା … Read more