April 13, 2026 6:02 pm

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍‌ ଜେଟି ପାଇଁ ମିଳିଲା ମଞ୍ଜୁରୀ

ପାରାଦୀପ: ଓଡ଼ିଶାର ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ, ଆମୋନିଆ ଏବଂ ଅନ୍ୟାନ୍ୟ ତରଳ କାର୍ଗୋ ପରିବହନ ପାଇଁ ଏକ ଜେଟି ନିର୍ମାଣକୁ ଅନୁମୋଦନ କରିଛି କେନ୍ଦ୍ର । ଏଥିପାଇଁ ୭୯୭ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଏହି ପ୍ରକଳ୍ପ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଦ୍ୱାରା ବିଲ୍ଡ-ଅପରେଟ-ଟ୍ରାନ୍ସଫର (ବିଓଟି) ଆଧାରରେ କାର୍ଯ୍ୟକାରୀ କରାଯିବ। ପ୍ରସ୍ତାବିତ ପ୍ରକଳ୍ପରେ ବାର୍ଷିକ ୪ ନିୟୁତ ଟନ୍ ମାଲ ପରିଚାଳନା କ୍ଷମତା ରହିବ। ପାରାଦୀପ ବନ୍ଦରକୁ ଏକ ସବୁଜ ଶକ୍ତି କାର୍ଗୋ … Read more

ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗ ଦେବେ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ମାସ ମାର୍ଚ୍ଚ ୫ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ । ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ କଟକ … Read more

ଆଫଗାନିସ୍ତାନ ବିରୋଧରେ ‘ଯୁଦ୍ଧ ଘୋଷଣା’ କଲେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ

ଇସିଲାମାବାଦ: ଗୁରୁବାର ପାକିସ୍ତାନ ସୀମାରେ ଜୋରଦାର ଆକ୍ରମଣ କରିଛି ଆଫଗାନିସ୍ତାନ । ଏକାଧିକ ପାକ୍ ପୋଷ୍ଚ୍ କୁ ଧ୍ୱଂସ କରିଦେଇଛି । ଯେଉଁଥିଲେ ପାକ୍ ଆର୍ମୀର ଅନେକ ଯବାନ ପ୍ରାଣ ହରାଇଥିବା ସୂଚନା ମିଳିଛି । ପାକିସ୍ତାନ ମଧ୍ୟ ଏହାର ପାଲଟା ଜବାବ ଦେଇଛି । ଆଫଗାନିସ୍ତାନର ରାଜଧାନୀ କାବୁଲ ଏବଂ ଦକ୍ଷିଣ କାନ୍ଦାହାରରେ ପାକ୍ ତରଫରୁ ଆକ୍ରମଣ କରାଯାଇଛି । ଦୁଇ ଦିନ ତଳେ ପାକିସ୍ତାନ ଆଫଗାନ୍ ସୀମାରେ ଏୟାରଷ୍ଟ୍ରାଇକ୍ କରିଥିଲା । ଯେଉଁଥିରେ ୭୦ରୁ … Read more

ଜିମ୍ବାୱେକୁ ୭୨ ରନ୍‌ରେ ହରାଇଲା ଭାରତ

ନୂଆଦିଲ୍ଲୀ: ଗୁରୁବାର ଟି୨୦ ବିଶ୍ୱକପର ସୁପର-୮ ମ୍ୟାଚ୍ ରେ ଜିମ୍ବାୱେ ଟସ୍ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା । ଅଭିଷେକ ଶର୍ମା (୫୫) ଏବଂ ହାର୍ଦ୍ଦିକ ପାଣ୍ଡ୍ୟା (୫୦*)ଙ୍କ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଟିମ୍ ଇଣ୍ଡିଆ ୨୦ ଓଭରରେ ଚାରି ୱିକେଟ୍ ହରାଇ ୨୫୬ ରନ କରିଥିଲା । ଜବାବରେ, ଜିମ୍ବାୱେର ଦଳ ନିର୍ଦ୍ଧାରିତ ଓଭରରେ ଛଅ ୱିକେଟ୍ ହରାଇ କେବଳ ୧୮୪ ରନ କରିପାରିଥିଲା । ସେମାନଙ୍କ ପାଇଁ ବ୍ରାଏନ୍ ବେନେଟ୍ … Read more