March 23, 2026 4:18 pm

ସଚିବାଳୟରେ ବଡ଼ବାବୁଙ୍କ ପଦବୀ ସହ ଖାଲି ପଡ଼ିଛି ଅନେକ ପଦବୀ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଭବନରେ ବଡ଼ ବାବୁଙ୍କ ପଦବୀ ଖାଲି ପଡିଛି। ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି। ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ, ସଚିବାଳୟର ବିଭିନ୍ନ ବର୍ଗରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି । ସବୁଠାରୁ ଅଧିକ ୩୬୫ଟି ଉପବିଭାଗ ଅଧିକାରୀ (Section Officer) ଏବଂ ୩୪୮ଟି ସହକାରୀ ଉପବିଭାଗ ଅଧିକାରୀ (ASO) ପଦବୀ ଶୂନ୍ୟ ରହିଛି। ଏହା ବ୍ୟତୀତ ୧୦୫ ଜଣ ଅନୁଶାସନ ସଚିବ, ଜଣେ … Read more

ବିଧାନସଭାରେ ନୂଆ ସବ୍‌-ଟ୍ରେଜରୀକୁ ନେଇ ପ୍ରଶ୍ନ,ଉତ୍ତର ରଖିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି। ପ୍ରଶ୍ନକାଳ ମଧ୍ୟରେ ସବ୍-ଟ୍ରେଜରୀକୁ ନେଇ କିଛି ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍‌-ଟ୍ରେଜରୀ। ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ରଖିଲେ ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ‘ଏବେ ସବୁ ଟ୍ରେଜରୀ କାମ ଅନ୍‌ଲାଇନ ମାଧ୍ୟମରେ ହେଉଛି। … Read more

ଇରାନର ସର୍ବୋଚ୍ଚ ନେତା ହେଲେ ମୋଜତାବା ଖାମେନି

ତେହେରାନ: ଆୟାତୋଲ୍ଲା ଅଲି ଖାମେନିଙ୍କ ପୁଅ ମୋଜତାବା ଖାମେନିଙ୍କୁ ଦେଶର ନୂତନ ସର୍ବୋଚ୍ଚ ନେତା ନିଯୁକ୍ତ କରାଯାଇଛି। ଇରାନର ବିଶେଷଜ୍ଞ ସଭା ତାଙ୍କ ପିତାଙ୍କ ମୃତ୍ୟୁର କିଛି ଦିନ ପରେ ଏହି ନିଷ୍ପତ୍ତି ନେଇଛି। ଇରାନର ୮୮ସଦସ୍ୟ ବିଶିଷ୍ଟ ଧାର୍ମିକ ସଂସ୍ଥା, ବିଶେଷଜ୍ଞ ସଭା, ମୋଜତାବା ଖାମେନିଙ୍କୁ ନିର୍ଣ୍ଣାୟକ ଭୋଟ” ଦ୍ୱାରା ତୃତୀୟ ସର୍ବୋଚ୍ଚ ନେତା ଭାବରେ ନିର୍ବାଚିତ କରିଛି। ସେ ବର୍ତ୍ତମାନ ତାଙ୍କ ପିତା ଆୟାତୋଲ୍ଲା ଖାମେନିଙ୍କ ଉତ୍ତରାଧିକାରୀ ହୋଇଛନ୍ତି। ଅଲ ଜାଜିରା ଅନୁଯାୟୀ, ନାମ … Read more

ନବୋଦୟ ବିଦ୍ୟାଳୟର ୩ ଜଣ କର୍ମଚାରୀ ନିଲମ୍ବିତ

କୋରାପୁଟ: କୋଲାବ ଜଳଭଣ୍ଡାରରେ ୩ ଜଣ ଛାତ୍ର ବୁଡ଼ିଯାଇ ମୃତ୍ୟୁ ହେବା ଘଟଣାରେ କର୍ତ୍ତୃପକ୍ଷ ନବୋଦୟ ବିଦ୍ୟାଳୟର ୩ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ସେମାନେ ହେଲେ ପଦାର୍ଥ ବିଜ୍ଞାନ ଶିକ୍ଷକ ଚମନ୍ କୁମାର, କ୍ରୀଡ଼ା ଏବଂ ଶାରୀରିକ ଶିକ୍ଷା ଶିକ୍ଷକ ରାହୁଲ ସିଂ ଓ ହଷ୍ଟେଲ ଦାୟିତ୍ୱରେ ଥିବା କର୍ମଚାରୀର ଈଶ୍ଵର । ନବୋଦୟ ବିଦ୍ୟାଳୟର ଭୋପାଳ ସ୍ଥିତ ଆଞ୍ଚଳିକ ବିଭାଗୀୟ କାର୍ଯ୍ୟାଳୟ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ବିଦ୍ୟାଳୟର ଅଧକ୍ଷା ସୂଚନା ଦେଇଛନ୍ତି l … Read more

ଟି୨୦ କ୍ରିକେଟ ବିଶ୍ୱକପ ଚାମ୍ପିୟାନ ହେଲା ଭାରତ

ନୂଆଦିଲ୍ଲୀ: ଅହମ୍ମଦାବାଦ ର ନରେନ୍ଦ୍ର ମୋଦି ଷ୍ଟାଡିଅମ ରେ ରବିବାର ଅନୁଷ୍ଠିତ ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନରେ ହରାଇ ଟି୨୦ କ୍ରିକେଟ ବିଶ୍ୱକପ ଚାମ୍ପିୟାନ ହୋଇଛି ଭାରତ l ସଞ୍ଜୁ ସାମସନ, ଅଭିଷେକ ଶର୍ମା ଓ ଇଶାନ କିଶନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୫ ଉଇକେଟ ହରାଇ ୨୫୫ ରନ କରିଥିଲା। ଟି୨୦ ବିଶ୍ୱକପ ଫାଇନାଲରେ ଏହାଥିଲା ସର୍ବାଧିକ ସ୍କୋର। ୨୫୬ ରନ ବିଜୟ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇଥିବା ନ୍ୟୁଜିଲାଣ୍ଡ ୧୯ ଓଭରରେ … Read more