March 24, 2026 4:46 am

IAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଏକାଥରକେ ଏକାଧିକ ବରିଷ୍ଠ ପ୍ରଶାସକଙ୍କୁ ଅଦଳବଦଳ କରାଯାଇଛି । ଯେଉଁଥିରେ ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହାସହ ପ୍ରଶାସକ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଷ୍ଟାର୍ଟ ଅଫ୍ ଓଡ଼ିଶାର ସିଇଓ ଭାବେ ଦାୟିତ୍ୱ ଦିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବରିଷ୍ଠ ଆଇଏଏସ୍‌ ସିଦ୍ଧାର୍ଥ ଦାସଙ୍କୁ ମତ୍ସ୍ୟ ସଂପଦ ବିଭାଗର ନିର୍ଦ୍ଦେଶକ । ମଧୁସ୍ମିତା … Read more

ଅନାସ୍ଥା ପ୍ରସ୍ତାବ ପରେ ବିରୋଧୀଙ୍କୁ ବାଚସ୍ପତିଙ୍କ କଡ଼ା ଜବାବ

ନୂଆଦିଲ୍ଲୀ: ଲୋକସଭାର ବାଚସ୍ପତି ଓମ ବିର୍ଲା ବିରୋଧୀଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇ ସାରିଛି । ଏହା ପରେ ଆଜି ଗୃହକୁ ପ୍ରଥମ ଥର ସମ୍ବୋଧିତ କରିଛନ୍ତି ଓମ ବିର୍ଲା । ସେ ସ୍ପଷ୍ଟ କରିଛନ୍ତି ଯେ, ସଂସଦ କୌଣସି ବ୍ୟକ୍ତିବିଶେଷଙ୍କ ଇଚ୍ଛା ବା ବିଶେଷାଧିକାରରେ ନୁହେଁ, ବରଂ ନିୟମ ଓ ପରମ୍ପରା ଆଧାରରେ ପରିଚାଳିତ ହୁଏ ।ଓମ ବିର୍ଲା କହିଛନ୍ତି, ସଭିଙ୍କୁ କହିବାର ବରାବର ସୁଯୋଗ ମିଳିବ । ଅନାସ୍ଥା ପ୍ରସ୍ତାବ ଉପରେ … Read more

ହ୍ୱିପ୍ ଜାରି କଲା କଂଗ୍ରେସ,ରାଜଧାନୀ ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ହୁଇପ୍ ଜାରି କଲା କଂଗ୍ରେସ । ଗତକାଲି ବିଜେଡ଼ି ପରେ ଆଜି କଂଗ୍ରେସ ନିଜ ସଦସ୍ୟଙ୍କ ପାଇଁ ହ୍ୱିପ୍ ଜାରି କରାଯାଇଛି । ଆସନ୍ତା ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ ନିର୍ଦ୍ଦେଶ ପାଳନ ନ କରନ୍ତି ସେମାନଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ତେବେ ହ୍ୱିପ୍ ନେଇ ବିଜେପି ସମାଲୋଚନା କରିଛି । ବିଜେପି ବିଧାୟକ ଜୟନାରାୟଣ ମିଶ୍ର … Read more

ରାଷ୍ଟ୍ରପତିଙ୍କୁ ଅସମ୍ମାନ ଘଟଣାରେ ମମତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପଶ୍ଚିମବଙ୍ଗ ଗସ୍ତ ବେଳେ ଅସମ୍ମାନ ଓ ପ୍ରୋଟୋକଲ ଉଲ୍ଲଂଘନ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖିଛନ୍ତି। ଏଥିରେ ମୋହନ ମାଝୀ ଉଲ୍ଲେଖ କରିଛନ୍ତି ଯେ ରାଷ୍ଟ୍ରପତି ଜଣେ ସମ୍ମାନିତ ଆଦିବାସୀ ମହିଳା, ତାଙ୍କୁ ପଶ୍ଚିମବଙ୍ଗରେ ଯେଉଁଭଳି ଅଶୋଭନୀୟ ବ୍ୟବହାର କରାଗଲା, ତାହା ସାରା ଦେଶରେ ଜନସାଧାରଣଙ୍କୁ ବ୍ୟଥିତ କରିଛି। ଅନ୍ତର୍ଜାତୀୟ ମହିଳା ଦିବସର ଠିକ୍ ପୂର୍ବରୁ ଏହି ଘଟଣାଟି ଘଟିଥିବାରୁ ବିଶେଷ ଭାବେ ବିଚଳିତ … Read more

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ଉପରେ ଟ୍ରାକ୍ ରଖିବାକୁ ଏବଂ ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ … Read more

ମାର୍ଚ୍ଚ ୧୬ ଯାଏ ଭୁବନେଶ୍ବର ନ ଛାଡିବାକୁ ବିଧାୟକଙ୍କୁ ନିର୍ଦ୍ଦେଶ ଦେଲା ବିଜେଡି

ଭୁବନେଶ୍ୱର: ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କ ଇସ୍ତଫା ପରଠାରୁ ବିଜେଡି ରାଜନୀତିରେ ହଲଚଲ ବଢ଼ିଯାଇଛି । ରାଜ୍ୟସଭାରେ କ୍ରସ ଭୋଟିଂ ଓ ଭୋଟ ନାକଚ ଭୟ ବିଜେଡିକୁ ଘାରିଛି । ଏପରିକି ବିଧାୟକ ଭୋଟ ଦେବାକୁ ନ ଆସିବା ଚିନ୍ତା ମଧ୍ୟ ବଢ଼ିଛି । ସେଥିପାଇଁ ବିଧାୟକଙ୍କ ଉପରେ ଦଳ କଡ଼ା ନଜର ରଖିଛି । ନିୟମିତ ବିଧାୟକଙ୍କୁ ନବୀନ ନିବାସ ଡାକି ବୁଝାଯାଉଛି । ମଙ୍ଗଳବାର ପ୍ରାୟ ୧୦ରୁ ଅଧିକ ବିଧାୟକଙ୍କୁ ଡକାଯାଇଥିଲା । ନବୀନଙ୍କ … Read more