ତିନି ବିଧାୟକଙ୍କୁ ନିଲମ୍ବନ କଲା କଂଗ୍ରେସ: ନିଲମ୍ବିତ ବିଧାୟକଙ୍କୁ ମୋକିମ ଦେଲେ ଅଫର
ଭୁବନେଶ୍ୱର: କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। କଂଗ୍ରେସରୁ ବହିଷ୍କୃତ ବିଧାୟକ ମହମ୍ମଦ ମୋକିମ ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, ଏହି ବିଧାୟକମାନେ ଗୋଟିଏ ପ୍ଲାଟଫର୍ମରେ ସାମିଲ ହୁଅନ୍ତୁ lଝିଅ ସୋଫିଆ ଫିର୍ଦ୍ଦୋସ କ୍ରସ ଭୋଟିଂ କରିବା ନେଇ ମଧ୍ୟ ମତ ରଖିଛନ୍ତି ମୋକିମ। ସେ କହିଛନ୍ତି, … Read more