ପଖାଳ ଦିବସ ମାଧ୍ୟମରେ ଓଡ଼ିଶାର ଐତିହ୍ୟକୁ ସମ୍ମାନ ଜଣାଇବା ପାଇଁ ଆମ ସରକାର ନିରନ୍ତର ଉଦ୍ୟମ କରୁଛନ୍ତି :ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ ‘ପଖାଳ ପରବ’ କାର୍ଯ୍ୟକ୍ରମ ପାଳନ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପଖାଳକୁ କେବଳ ଏକ ଆହାର ନୁହେଁ, ବରଂ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି କହିଥିଲେ। ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ … Read more