ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ
ଭୁବନେଶ୍ୱର: ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ମିଳିଛି ହତ୍ୟା ଧମକ। ଖଣି ମାଫିଆଙ୍କ ବିରୋଧରେ ସଭା କରିଥିବାରୁ ଧମକପୂର୍ଣ୍ଣ ମେସେଜ୍ ଆସୁଛି। ଭୁବନେଶ୍ବର ଆସିଲେ ଜୀବନରୁ ମାରିଦେବାକୁ ଦୁର୍ବୃତ୍ତ ଧମକ ଦେଇଥିବା ଅଭିଯୋଗ । ମାର୍ଚ୍ଚ ୯ ତାରିଖରୁ ଏହି ହତ୍ୟା ଧମକ ମିଳିଥିବା ଅଭିଯୋଗ କରିଛନ୍ତି ଜୟଦେବ ଜେନା । ଏନେଇ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କେନ୍ଦୁଝର ନନ୍ଦିପଦା ଥାନାରେ ଅଭିଯୋଗ କରିଛନ୍ତି । ହତ୍ୟା ଧମକକୁ ନେଇ ମୁଖ୍ୟମନ୍ତ୍ରୀ,ପୋଲିସ ଡିଜି … Read more