ଜୟଦେବ ଜେନାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଙ୍କୁ ଗିରଫ କଲା ପୁଲିସ
ଭୁବନେଶ୍ୱର :ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ ନେଇ ନନ୍ଦିପଦା ପୁଲିସ୍ ଦୁଇ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ଅଭିଯୁକ୍ତମାନେ ହେଲେ ଯାଜପୁର ରୋଡ୍ ନୂଆ ଗାଁ ହରମୋହନ ବାରିକ (୨୭) ଏବଂ ରାକେଶ ନଟିଆ (୨୯) । ଗତକାଲି ରାତିରେ ଯାଜପୁର ଜିଲ୍ଲା ମଙ୍ଗଳପୁର ପଞ୍ଚାୟତ ନୂଆଗାଁରୁ ଗିରଫ କରାଯାଇଛି ।ମିଳିଥିବା ସୂଚନା ଅନୁଯାୟୀ ଗତ ମାର୍ଚ୍ଚ ୯ ତାରିଖରେ କେହି ଜଣେ ଅଜଣା ବ୍ୟକ୍ତି ପୂର୍ବତନ ପିସିସି ସଭାପତି ଜୟଦେବ … Read more