April 12, 2026 3:24 am

ନବୀନ ନିବାସରେ ୧୦ରୁ ଅଧିକ କର୍ପୋରେଟର

ଭୁବନେଶ୍ୱର: ନବୀନ ନିବାସରେ କଟକର ବିଜେଡି କର୍ପୋରେଟରଙ୍କ ମେଳି। ୧୦ରୁ ଅଧିକ କର୍ପୋରେଟରଙ୍କୁ ନବୀନ ନିବାସରେ ଦେଖିବାକୁ ମିଳିଛି। ବରିଷ୍ଠ ବିଜେଡ଼ି ନେତା ପ୍ରତାପ ଜେନାଙ୍କ ନେତୃତ୍ବରେ କଟକ ଚୌଦ୍ୱାରରୁ ଆସିଛନ୍ତି ବିଜେଡ଼ି ନେତା କର୍ମୀ । ହାତରେ ଫୁଲତୋଡ଼ା ଧରି ସମର୍ଥକ ମାନେ ଭିଡ଼ ଜମାଇଛନ୍ତି । ଗତ କିଛି ଦିନ ହେବ କଟକ କର୍ପୋରେଟରଙ୍କୁ ନେଇ ବିଜେଡି ଶିବିରରେ ହଲଚଲ ଦେଖିବାକୁ ମିଳିଛି । ଅନ୍ୟପଟେ ପୁଣିଥରେ ଦବଦବା ଦେଖିାଇଲେ ଚୌଦ୍ୱାର କଟକ ବିଧାୟକ ସୌଭିକ … Read more

ବିଜୁ ବାବୁଙ୍କ ପ୍ରତି ବିବାଦୀୟ ବୟାନ; ନବୀନ କହିଲେ ନିଶିକାନ୍ତଙ୍କୁ ମାନସିକ ଚିକିତ୍ସା ଆବଶ୍ୟକ

ଭୁବନେଶ୍ୱର: ଓଡ଼ିଶାର ଗର୍ବ ଓ ଗୌରବ ବିଜୁ ପଟ୍ଟନାୟକଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିଲେ ନିଶିକାନ୍ତ ଦୁବେ, ଯେଉଁଥି ପାଇଁ ରାଜନୀତି ସରଗରମ ରହିଛି । ଦୁବେ ଦେଇଥିବା ବିବାଦୀୟ ବୟନାକୁ ନେଇ ବର୍ଷିଲେ ନବୀନ । ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ମାନସିକ ଭାବେ ଅସୁସ୍ଥ ଅଛନ୍ତି । ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ମୋତେ ଆଶ୍ଚର୍ଯ୍ୟ ଚକିତ କରିଛି ।  ଗତକାଲି ସଂସଦର ଆଇଟି ଓ … Read more

ଆଜି ସଂଧ୍ୟାରେ ସବୁ ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟ ଯୁଦ୍ଧ ଦେଶକୁ ଚିନ୍ତାରେ ପକାଇଛି । ଯାହାକୁ ମୁକାବିଲା କରିବା ପାଇଁ ରାଜ୍ୟଗୁଡିକୁ ସତର୍କ କରିଆସୁଛି କେନ୍ଦ୍ର । ଏହାରି ଭିତରେ ପ୍ରଧାନମନ୍ତ୍ରୀ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ସେଥିରେ ମଧ୍ୟ ଭାଗ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଥିଲେ । ତାସହ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ମଧ୍ୟ ରାଜ୍ୟକୁ ନେଇଥିବା ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର … Read more

ଦିବଙ୍ଗତ ଡ଼ଃ ନାରାୟଣ ସାହୁଙ୍କ ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର: ଏବେବି ବିଧାନସଭା ଗୃହରେ କୁହୁଳୁଛି କଟକ ଏସସିବି ମେଡ଼ିକାଲ ଅଗ୍ନିକାଣ୍ଡ ଘଟଣା । ଆଜି ପୁଣି ଥରେ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଯୋଗୁଁ ପ୍ରଶ୍ନକାଳ ଧୋଇ ଯାଇଛି । ଗୃହ ଆରମ୍ଭରୁ ପୂର୍ବତନ ଦିବଙ୍ଗତ ବିଧାୟକ ଡ଼ଃ ନାରାୟଣ ସାହୁଙ୍କ ଉଦ୍ଦେଶ୍ୟରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୋକ ପ୍ରସ୍ତାବ ଆଗତ କରିଥିଲେ । ମୁଖ୍ୟ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଏବଂ ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡା … Read more

ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଲେ ସସ୍ମିତ ପାତ୍ର

ଭୁବନେଶ୍ୱର:ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ମନ୍ତବ୍ୟକୁ ବିରୋଧ କରି ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଇଛନ୍ତି ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର।ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ସସ୍ମିତ ପାତ୍ର ନିଜ ଇସ୍ତଫା ପତ୍ର ପଠାଇଛନ୍ତି ।ବିଜେଡି ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ଭାରତୀୟ ଜନତା ପାର୍ଟି (ବିଜେପି)ର ସାଂସଦ ନିଶିକାନ୍ତ ଦୁବେ ଏକ ସାର୍ବଜନୀନ ବିବୃତ୍ତିରେ ବିଜୁ ପଟ୍ଟନାୟକଙ୍କ ଉପରେ କିଛି ଅପମାନଜନକ, ମିଥ୍ୟା ଏବଂ ଭିତ୍ତିହୀନ ବୟାନ ଦେଇଥିଲେ। ବିଜୁବାବୁ ଜଣେ … Read more

ବିଚାରଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପୁରୀ:ରବିବାର ପୁରୀ ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କର ଝୁଲନ୍ତା ମୃତ ଦେହ ଶୌଚାଳୟରୁ ଉଦ୍ଧାର ହୋଇଛି । ସେ ଏକ ଦୁଷ୍କର୍ମ ମାମଲାରେ ଜେଲରେ ଥିଲେ । ମୃତ କଏଦୀ ହେଉଛନ୍ତି ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡାର ଦୀପ୍ତିରଞ୍ଜନ ସ୍ୱାଇଁ l୨୦୨୩ରେ ଏକ ଦୁଷ୍କର୍ମ ଅଭିଯୋଗରେ ଦୀପ୍ତି ରଞ୍ଜନ ଗିରଫ ହୋଇଥିଲେ । ଆଜି ଝୁଲନ୍ତା ଅବସ୍ଥାରେ ଶୌଚାଳୟରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ତାଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛି । … Read more