April 12, 2026 3:25 am

 ମେଡିସିନ୍ କ୍ୟାଟେଗୋରୀରେ ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌-୨୦୨୬ (ମେଡିସିନ୍ କ୍ୟାଟେଗୋରୀ)ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡି ଟୁ ବି ବିଶ୍ୱବିଦ୍ୟାଳୟ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି। ବିଷୟ ଭିତିକ ମେଡିସିନ୍ କ୍ୟାଟେଗୋରୀରେ  ୭୦୧-୮୫୦ ବ୍ରାକେଟ୍‌ରେ ସ୍ଥାନୀତ ହୋଇ ସୋଆ ବିଶ୍ୱସ୍ତରୀୟ ଶୈକ୍ଷିକ ଓ ଗବେଷଣାତ୍ମ ଉତ୍କର୍ଷତା ନିମନ୍ତେ ନିଜକୁ ପ୍ରତିପାଦିତ କରିପାରିଛି। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଦେଶର ଅଗ୍ରଣୀ ମେଡିକାଲ୍ କଲେଜ ଭାବେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ୍‌ ଫ୍ରେମୱାର୍କ (ଏନ୍‌ଆଇଆର୍‌ଏଫ୍‌) … Read more

ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ

ଭୁବନେଶ୍ୱର : ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ ।  ପୂର୍ବରୁ E10 ପେଟ୍ରୋଲ ବିକ୍ରି ହେଉଥିଲା ।  ପେଟ୍ରୋଲରେ ଅଧିକ ପରିମାଣର ଇଥାନଲ ମିଶାଗଲେ, ଧୀରେ ଧୀରେ ପେଟ୍ରୋଲ ନିର୍ଭରଶୀଳତା କମିଯିବ ।  ମଧ୍ୟପ୍ରାଚ୍ୟରୁ ତୈଳ ଆମଦାନୀ ବାବଦରେ ଶହ ଶହ କୋଟିର ଯେଉଁ କାରବାର କରୁଛି ଭାରତ, ସେଥିରେ ବଡ଼ ସଞ୍ଚୟ କରିପାରିବ ।  ସାଧାରଣତଃ ଆଖୁ, ମକା ଓ ଅନ୍ୟ ଶସ୍ୟର ଖଦଡ଼ାରୁ ଇଥାନଲ ପ୍ରସ୍ତୁତ ହେଉଥିବାରୁ ଏହାର ଅଧିକ ଉତ୍ପାଦନ … Read more

OPHWC ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ମଙ୍ଗଳବାର ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର (OPHWC)ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ ୫ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଧରା ପଡ଼ିଛନ୍ତି। ଲାଞ୍ଚ ଟଙ୍କା ନେଉଥିବା ବିଶେଷ ସୂତ୍ରରୁ ସୂଚନା ପାଇ ଭିଜିଲାନ୍ସ ତା’ଙ୍କୁ ସମ୍ବଲପୁର ରେଳ ଷ୍ଟେସନ ନିକଟରୁ ଧରିଥିଲା। ତାଙ୍କ ନିକଟରୁ ୫ଲକ୍ଷ ନଗଦ ଟଙ୍କା ଜବତ କରାଯାଇଥିଲା। ତାଙ୍କର ସମ୍ବଲପୁର, ଭୁବନେଶ୍ୱର ଓ ଭଞ୍ଜନଗରରେ ଥିବା ବିଭିନ୍ନ ଘରୁ ଏକକାଳୀନ ଯାଞ୍ଚ ହେଉଛି। ତାଙ୍କ … Read more

ପ୍ରସ୍ତାବିତ ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ମଙ୍ଗଳବାର ଭୁବନେଶ୍ୱରର ପ୍ରସ୍ତାବିତ ‘ନିୟୁ ସିଟି’ ପାଇଁ ଏକ ବ୍ୟାପକ ମାଷ୍ଟରପ୍ଲାନ୍ ପ୍ରସ୍ତୁତି ପାଇଁ ସୁର୍ବାନା ଜୁରୋଙ୍ଗ ସଂସ୍ଥା ସହ ଏକ ଚୁକ୍ତି ସ୍ବାକ୍ଷରିତ କରିଛି । ବିଡିଏ ସଚିବ ମାନସ ରଞ୍ଜନ ପାଢୀ ଓ ସୁର୍ବାନା ଜୁରୋଙ୍ଗର ଡେପୁଟି ଡାଇରେକ୍ଟର ମନଦୀପ ଦତ୍ତଙ୍କ ମଧ୍ୟରେ ଏହି ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି ମେଗା ପ୍ରକଳ୍ପ ଗୋଠପାଟଣା, ମଳିପଡା ଓ ଦାଶପୁର ଅଞ୍ଚଳର ପ୍ରାୟ ୮୦୦ ଏକର ଜମିରେ … Read more