April 12, 2026 3:25 am

ଡିଜିଟାଲ୍ ଜନଗଣନାରେ ସାମିଲ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡିଜିଟାଲ୍ ଜନଗଣନାର ସ୍ୱ-ଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିଛନ୍ତି, ଯାହା ରାଜ୍ୟରେ ଆଧୁନିକ ଜନଗଣନା ପ୍ରଥା ଗ୍ରହଣ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ନବୀନ ନିଜ ବାସଭବନରେ ବସି ତାଙ୍କର ଆତ୍ମ-ଗଣନା ସମାପ୍ତ କରିଛନ୍ତି। ତେବେ ଏପ୍ରିଲ ୧ରୁ ସାରା ଓଡ଼ିଶାରେ ଆରମ୍ଭ ହୋଇଥିବା ଡିଜିଟାଲ୍ ଜନଗଣନା ବ୍ୟକ୍ତିବିଶେଷଙ୍କୁ ସିଧାସଳଖ ଅନଲାଇନ୍ ପ୍ଲାଟଫର୍ମ ମାଧ୍ୟମରେ ସେମାନଙ୍କର ପରିବାର ସୂଚନା ରେକର୍ଡ କରିବାକୁ ଅନୁମତି ଦିଏ।ନାଗରିକମାନେ ସିଧାସଳଖ ଘରେ ବସି ନିଜ … Read more

ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ ଅନୁଷ୍ଠିତ

ଭୁବନେଶ୍ୱର: ‘ଓଡ଼ିଆ ପକ୍ଷ’ ଅବସରରେ ୫ମ ଦିନରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ଗଣଦୌଡ଼’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୫ଟା ୩୦ରେ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରୁ ଏହି ଦୌଡ଼ର ଶୁଭାରମ୍ଭ ହୋଇଥିଲା ।ଏହି ପବିତ୍ର ମୁକ୍ତେଶ୍ୱର ମନ୍ଦିର ପୀଠରୁ ବାହାରି ଐତିହ୍ୟ ଗଣଦୌଡ଼ ରାମେଶ୍ୱର ମନ୍ଦିର, ବିବେକାନନ୍ଦ ମାର୍ଗ, ଉତ୍କଳ କନିକା ଗ୍ୟାଲେରିଆ ମଲ୍, ଲୁଇସ୍ ରୋଡ୍, ବିଜେବି କଲେଜ ଏବଂ ରବି ଟକିଜ ଛକ … Read more

ମେଟ୍ରୋ ପ୍ରକଳ୍ପକୁ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ବୟାନ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଦିନରେ ନିଶ୍ଚିତ ଭାବରେ ମେଟ୍ରୋ ହେବ। ବର୍ତ୍ତମାନ ସ୍ଥିତିରେ ମେଟ୍ରୋ କରି ନିଜର ନିର୍ବାଚନ ଚାଲ ଖେଳିବା ଏବଂ ମେଟ୍ରୋ କରି ପ୍ରତିବର୍ଷ ଦୁଇ ହଜାର କୋଟି କ୍ଷତି କରିବାର ଆବଶ୍ୟକତା ନାହିଁ । ଆଗାମୀ ଦିନରେ ମେଟ୍ରୋକୁ ନେଇ ସରକାର ଗମ୍ଭୀର ଅଛନ୍ତି । ମୋବିଲିଟି ପ୍ଲାନ ହେଲା ପରେ ମେଟ୍ରୋକୁ ନେଇ ସରକାର ଚିନ୍ତା କରିବେ । ଏଥିସହ ମେଟ୍ରୋ ପ୍ରକଳ୍ପକୁ ନେଇ ପୂର୍ବ ସରକାରକୁ ଦୋଷ ଦେଇଛନ୍ତି ପୂର୍ତ୍ତ … Read more

ବିଶ୍ୱ ଅଟିଜିମ୍‍ ସଚେତନତା ଦିବସ ପାଳିତ:କିଟ୍‍

ଭୁବନେଶ୍ୱର: କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍- ‘ସେନ୍‍ ଗ୍ଲୋବ’ ପକ୍ଷରୁ ବିଶ୍ୱ ଅଟିଜିମ୍‍ ସଚେତନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ସ୍ୱତନ୍ତ୍ର ଛାତ୍ରଛାତ୍ରୀଙ୍କ ପାଇଁ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ସେନ୍‍ ଗ୍ଲୋବ୍‍ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ବେଶ ପ୍ରଶଂସନୀୟ। ଏଭଳି ସ୍ୱତନ୍ତ୍ର ଛାତ୍ରଛାତ୍ରୀଙ୍କ ବିକାଶରେ … Read more

କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ଶନିବାର କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୩ଟି ବିଭାଗର ୧୬ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ବୈଠକ ପରେ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ନୀତିରେ ସଂଶୋଧନକୁ ମଞ୍ଜୁରୀ ମିଳିଛି। ଶିକ୍ଷାନୁଷ୍ଠାନରେ ଏସି /ଏସଟି ପିଲାଙ୍କ ସିଟ୍ ସଂଖ୍ୟା ବଢିବ । ସେହିପରି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆରମ୍ଭ ହେବ। ଏଥିରେ ହିତାଧିକାରୀଙ୍କୁ ମିଳିବ ଆଉ ୫ … Read more

ଘରୋଇ ସ୍କୁଲରେ NCERT ବହି ପଢ଼ାଯିବା ବାଧ୍ୟତାମୂଳକ ହେବ:ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଏଣିକି ଘରୋଇ ସ୍କୁଲରେ NCERT ବହି ପଢ଼ାଯିବା ବାଧ୍ୟତାମୂଳକ ହେବ । ଘରୋଇ ସ୍କୁଲ ଗୁଡ଼ିକରେ ନିଜସ୍ୱ ପ୍ରକାଶନୀ ବହି ବିକ୍ରି କରି ଅଭିଭାବକଙ୍କୁ ଶୋଷଣ କରିବା ଘଟଣାକୁ ଅତ୍ୟନ୍ତ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର । ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କେତେକ ବେସରକାରୀ ଶିକ୍ଷାନୁଷ୍ଠାନ ଲାଭ ଆଶାରେ ନିଜସ୍ୱ ପ୍ରକାଶନୀ ବହି ପଢ଼ିବାକୁ ପିଲାଙ୍କୁ ବାଧ୍ୟ କରୁଛନ୍ତି, ଯାହା ଶିକ୍ଷା ନୀତିର ଖୋଲାଖୋଲି ଉଲ୍ଲଂଘନ । … Read more