କିଟ୍ଭାରତର ଶ୍ରେଷ୍ଠ ୬ଷ୍ଠ ବିଶ୍ୱବିଦ୍ୟାଳୟ ବନିଲା
ଭୁବନେଶ୍ୱର: ଚଳିତବର୍ଷ ‘ଦି ଟାଇମ୍ସ ହାଇଅର ଏଜୁକେସନ୍’ ଏସିଆ ୟୁନିଭର୍ସିଟି ରାଙ୍କିଂ ଫଳାଫଳ ପ୍ରକାଶ ପାଇଛି । ଗୁରୁବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍ସିଟି ରାଙ୍କିଂରେ କିଟ୍ ବିଶ୍ୱବିଦ୍ୟାଳୟ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୬୯ ତମ ସ୍ଥାନରେ ରହିଛି। ଏହା ସହ କିଟ୍ ଦେଶର ସମଗ୍ର ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ୬ଷ୍ଠ ସ୍ଥାନରେ ରହିଥିବା ବେଳେ ପୂର୍ବ ଭାରତରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଗତବର୍ଷ ଏହି ରାଙ୍କିଂରେ କିଟ୍ ଏସିଆ ମହାଦେଶର … Read more