ଜନଗଣନା କାର୍ଯ୍ୟରେ ଅସହଯୋଗ କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ଜନଗଣନା-୨୦୨୭ କାର୍ଯ୍ୟକୁ ସୁରୁଖୁରୁରେ ଶେଷ କରିବା ପାଇଁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଜନଗଣନା କାର୍ଯ୍ୟରେ ନିୟୋଜିତ ଶିକ୍ଷକ ଓ ଶିକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ମୁକ୍ତ (ରିଲିଭ୍) ନକଲେ ସଂପୃକ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଅନେକ ବେସରକାରୀ ସ୍କୁଲ କର୍ତ୍ତୃପକ୍ଷ ସେମାନଙ୍କ ଶିକ୍ଷକଙ୍କୁ ଜନଗଣନାକାରୀ (Enumerator) ଓ ସୁପରଭାଇଜର ଭାବେ କାମ କରିବାକୁ ଅନୁମତି ଦେଉନଥିବା … Read more