ମନ୍ତ୍ରୀ ଭାବେ ଶପଥ ନେଲେ ନିଶାନ୍ତ କୁମାର ଓ ଅନ୍ୟ ନେତୃବୃନ୍ଦ
ନୂଆଦିଲ୍ଲୀ: ଆଜି ବିହାର କ୍ୟାବିନେଟର ସମ୍ପ୍ରସାରଣ କରାଯାଇଥିବା ବେଳେ ଏଥିରେ ଅନେକ ନୂଆ ଚେହେରାଙ୍କୁ ସାମିଲ କରାଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରି ଆନୁଷ୍ଠାନିକ ଭାବେ ରାଜନୀତିରେ ପ୍ରବେଶ କରିଛନ୍ତି। ନୂତନ ମନ୍ତ୍ରିମଣ୍ଡଳରେ ଭାରତୀୟ ଜନତା ପାର୍ଟି (ବିଜେପି), ଜନତା ଦଳ ୟୁନାଇଟେଡ୍ (ଜେଡିୟୁ), ଚିରାଗ ପାସୱାନଙ୍କ ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ଏବଂ ଜିତନ ରାମ ମାଞ୍ଝିଙ୍କ ହିନ୍ଦୁସ୍ତାନୀ … Read more