May 15, 2026 5:22 am

TVKକୁ ସମର୍ଥନ ଦେଲେ ୩ ଦଳ, ବିଜୟ ଗଢିବେ ସରକାର

ନୂଆଦିଲ୍ଲୀ: ଶେଷରେ ବିଜୟଙ୍କୁ ମିଳିଛି ସମର୍ଥନ। ଏବେ ବିଜୟଙ୍କ ଟିଭିକେ ହିଁ ତାମିଲନାଡୁରେ ସରକାର ଗଢ଼ିବା ନେଇ ସ୍ପଷ୍ଟ ହୋଇଛି । ଗଣମାଧ୍ୟମର ସୂଚନା ଅନୁସାରେ ଆଜି, ସିପିଏମ, ସିପିଆଇ ଏବଂ ଭିସିକେ ଥାଲାପତି ବିଜୟଙ୍କ ଟିଭିକେକୁ ସମର୍ଥନ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ତେଣୁ ଏହି ତିନି ଦଳଙ୍କ ସମର୍ଥନ ପରେ ଏବେ ରାଜ୍ୟରେ ନୂଆ ସରକାର ଗଢ଼ିବା ପାଇଁ ପଥ ପରିଷ୍କାର ହୋଇଛି। ସୂଚନା ଅନୁସାରେ, ତିନି ଦଳର ସମର୍ଥନ ପରେ ବିଜୟଙ୍କୁ ଆବଶ୍ୟକ ମ୍ୟାଜିକ … Read more

ଓଡ଼ିଶାରେ ପେଟ୍ରୋଲ ଡିଜେଲ ସଂକଟ ନେଇ OMCsର ସ୍ପଷ୍ଟୀକରଣ

ଭୁବନେଶ୍ୱର: ମେ’ ମାସ ଆରମ୍ଭରେ ଓଡ଼ିଶା ସୀମାନ୍ତ ଅଞ୍ଚଳର କିଛି ଜିଲ୍ଲାରେ ହଠାତ୍ ପେଟ୍ରୋଲ ଓ ଡିଜେଲ ଚାହିଦା ବଢ଼ିଯାଇଥିଲା। ଏହାର ପ୍ରଭାବରେ କିଛି ପେଟ୍ରୋଲ ପମ୍ପରେ ସ୍ୱଳ୍ପ ସମୟ ପାଇଁ ଇନ୍ଧନ ଅଭାବ ଦେଖାଦେଇଥିଲା। ଫଳରେ ଅନେକ ସ୍ଥାନରେ ଗାଡ଼ିଚାଳକଙ୍କ ଲମ୍ବା ଲାଇନ୍ ଲାଗିଥିଲା। ପରିସ୍ଥିତିକୁ ସାମ୍ନା କରିବାକୁ OMCs ତୁରନ୍ତ ଅତିରିକ୍ତ ଟ୍ୟାଙ୍କର ମୁତୟନ କରିଥିଲେ। ପ୍ରଭାବିତ ପେଟ୍ରୋଲ ପମ୍ପଗୁଡ଼ିକୁ ଦ୍ରୁତ ଗତିରେ ଇନ୍ଧନ ପହଞ୍ଚାଇବା ସହିତ ଷ୍ଟକ ଉପରେ ନିରନ୍ତର ନଜର ରଖାଯାଇଥିଲା। … Read more

୪୮ ଘଣ୍ଟା ମଧ୍ୟରେ ୩୬ଟି ଏନକାଉଣ୍ଟର ୩ ଅପରାଧୀ ନିହତ: ଉତ୍ତରପ୍ରଦେଶ

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ପୋଲିସ ଶୂନ୍ୟ ସହନଶୀଳତା ନୀତି ଆରମ୍ଭ କରିଛି। ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସକୁ ଅପରାଧ ବିରୋଧରେ ଶୂନ୍ୟ ସହନଶୀଳତା ନୀତି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଭିଯାନରେ ପୋଲିସ ବୁଧବାର ଏବଂ ଗୁରୁବାର ଏନକାଉଣ୍ଟରରେ ୩ ଜଣ ଅପରାଧୀଙ୍କୁ ହତ୍ୟା କରିଛି, ଯେତେବେଳେ ୩୬ଟି ଏନକାଉଣ୍ଟରରେ ୪୬ ଜଣ ଅପରାଧୀ ଆହତ ହୋଇଛନ୍ତି। ପୋଲିସ ଆହତଙ୍କ ସମେତ ୬୧ ଜଣ ଅପରାଧୀଙ୍କୁ ଗିରଫ … Read more

ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣା : କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠସ୍ଥ ଓଲଟପୁର ଥାନା ମଉଜପୁର ଗାଁର ସୌମ୍ୟ ରଞ୍ଜନ ସ୍ଵାଇଁଙ୍କୁ ପିଟି ପିଟି ମାରିଦେବା ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି । ଏଥିସହ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ଏହି ଘଟଣା ପରେ ବାଲିଅନ୍ତା ଥାନା ପରିସରରେ ଉତ୍ତେଜନା ଦେଖା ଦେଇଛି। ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରିବା … Read more

ଶ୍ରୀ ଜଗନ୍ନାଥଙ୍କ ଜମିର ହେବ ସେଟଲମେଣ୍ଟ,ଗଠନ ହେବ ସ୍ୱତନ୍ତ୍ର କର୍ପସ ଫଣ୍ଡ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାବର ସମ୍ପତ୍ତିର ସୁରକ୍ଷା ଓ ସଦୁପଯୋଗ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମସ୍ତ ଜମିକୁ ସରକାର ନିଜ ଅଧୀନକୁ ଆଣିବା ସହ ଏହାର ସ୍ଥାୟୀ ସମାଧାନ ପାଇଁ ‘ୟୁନିଫର୍ମ ସେଟଲମେଣ୍ଟ ପଲିସିରେ ଆବଶ୍ୟକ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି।ଗୁରୁବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି l … Read more