ମୁଖ୍ୟ ଶାସନ ସଚିବଙ୍କ ଘୋଷଣା ‘ରାଜ୍ୟରେ ପେଟ୍ରୋଲ-ଡିଜେଲର ଅଭାବ ନାହିଁ’
ଭୁବନେଶ୍ୱର: “ରାଜ୍ୟରେ ପେଟ୍ରୋଲ, ଡିଜେଲ କିମ୍ବା ଏଲପିଜିର କୌଣସି ଅଭାବ ନାହିଁ।” ଆଜି ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏନେଇ ବଡ଼ ସୂଚନା ଦେଇ ଲୋକଙ୍କୁ ଗୁଜବର ବିଶ୍ୱାସ ନ କରିବାକୁ ଅନୁରୋଧ କରିଛନ୍ତି। ବୈଠକରେ ତେଲ କମ୍ପାନୀମାନେ ସରକାରଙ୍କୁ ସ୍ପଷ୍ଟ କରିଥିଲେ ଯେ ରାଜ୍ୟରେ ପେଟ୍ରୋଲ, ଡିଜେଲ, ଏଲପିଜି ଓ ୟୁରିଆର ପର୍ଯ୍ୟାପ୍ତ ମହଜୁଦ ରହିଛି ଏବଂ ଯୋଗାଣ ସମ୍ପୂର୍ଣ୍ଣ ସ୍ୱାଭାବିକ ଅଛି। ତେଣୁ ଲୋକମାନେ ଅଯଥାରେ … Read more