SIRକୁ ବୈଧ ଘୋଷଣା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ:ଭାରତୀୟ ନିର୍ବାଚନ କମିଶନ (ECI) ଙ୍କ ଦ୍ୱାରା ଭୋଟର ତାଲିକା ସଂଶୋଧନ ପାଇଁ ଲାଗୁ କରାଯାଇଥିବା ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ (SIR) ପ୍ରକ୍ରିୟାକୁ ସୁପ୍ରିମକୋର୍ଟ ବୈଧ ବୋଲି ଘୋଷଣା କରିଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଛନ୍ତି ଯେ, ନିର୍ବାଚନ କମିଶନଙ୍କ ଏହି ପଦକ୍ଷେପ କୌଣସି ସାମ୍ବିଧାନିକ ବା ଆଇନଗତ ନିୟମକୁ ଉଲ୍ଲଂଘନ କରୁନାହିଁ। ବିହାରର ଭୋଟର ତାଲିକା ସଂଶୋଧନକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଏକାଧିକ ଆବେଦନ ଉପରେ କୋର୍ଟ ଏହି … Read more