ଆଇପିଏଲ୍ ନିଲାମ ର ସବୁ ରେକର୍ଡ ଭାଙ୍ଗିଲେ କାମେରନ୍

ନୂୂଆଦିଲ୍ଲୀ: ଆଇପିଏଲ୍ ୨୦୨୬ ନିଲାମରେ ଅଷ୍ଟ୍ରେଲିଆ ର ଅଲରାଉଣ୍ଡର କାମେରନ୍ ଗ୍ରୀନ୍ ନୂଆ ଇତିହାସ ରଚିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ କୋଲକାତା ନାଇଟ୍ ରାଇଡର୍ସ (KKR) ତାଙ୍କୁ ୨୫.୨୦ କୋଟି ଟଙ୍କାରେ କିଣିଛି l ଯାହା ଫଳରେ ସେ ଆଇପିଏଲ୍ ଇତିହାସର ସବୁଠାରୁ ଦାମୀ ବିଦେଶୀ ଖେଳାଳି ହୋଇପାରିଛନ୍ତି। ପୂର୍ବରୁ ଆଇପିଏଲ୍ ୨୦୨୪ ନିଲାମରେ କେକେଆର୍ ମିଚେଲ୍ ଷ୍ଟାର୍କଙ୍କୁ ୨୪.୭୫ କୋଟି ଟଙ୍କାରେ କିଣି ରେକର୍ଡ କରିଥିଲା, ଯାହାକୁ ଆଜି ଗ୍ରୀନ୍ ଭାଙ୍ଗି ଦେଇଛନ୍ତି।କାମେରନ୍ ଗ୍ରୀନ୍ … Read more

SIR ପ୍ରକ୍ରିୟା ପରେ ପଶ୍ଚିମବଙ୍ଗରେ ବାଦ୍ ପଡିଲେ ୫୮ ଲକ୍ଷ ଭୋଟର

ପଶ୍ଚିମବଙ୍ଗ: ନଭେମ୍ବର ୪ ରୁ ଡିସେମ୍ବର ୧୧ ମଧ୍ୟରେ କରାଯାଇଥିବା SIR ପରେ ପଶ୍ଚିମବଙ୍ଗରେ ଡ୍ରାଫ୍ଟ ଭୋଟର ତାଲିକାରୁ ୫୮ ଲକ୍ଷ ୨୦ ହଜାର ୮୯୮ ନାମ ବାଦ ଦିଆଯାଇଛି, ଯାହା ଫଳରେ ରାଜ୍ୟର ଭୋଟର ସଂଖ୍ୟା ୭ କୋଟି ୬୬ ଲକ୍ଷ ୩୭ ହଜାର ୫୨୯ ରୁ ହ୍ରାସ ପାଇ ୭ କୋଟି ୮ ଲକ୍ଷ ୧୬ ହଜାର ୬୩୦ ରେ ପହଁଚିଛି । ପଶ୍ଚିମବଙ୍ଗ ପାଇଁ ସ୍ୱତନ୍ତ୍ର ନିର୍ବାଚନ ତାଲିକା ପର୍ଯ୍ୟବେକ୍ଷକ ଏବଂ ପୂର୍ବତନ … Read more

ସରକାରୀ ଅର୍ଥ ହେରଫେର; କନିଷ୍ଠ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର: ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଜେଇ ରତ୍ନେଶ କୁମାର ପାଣ୍ଡେ ଗିରଫ । ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ ଲାଇଟ୍ ବିଦ୍ୟୁତୀକରଣ ପ୍ରକଳ୍ପ କାର୍ଯ୍ୟକାରୀ କରି ଜିପି ଉନ୍ନୟନମୂଳକ ପାଣ୍ଠିର ଅପବ୍ୟବହାର ଅଭିଯୋଗ ହୋଇଛି। ସେ ପିପିଲିସ୍ଥିତ ଏସବିଆଇ ଶାଖାରେ ଥିବା ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହାକୁ ସ୍ଥାନାନ୍ତର କରିଥିବା ଅଭିଯୋଗ ହୋଇଛି। ଏପର୍ଯ୍ୟନ୍ତ ତାଙ୍କ ବ୍ୟକ୍ତିଗତ ଆକାଉଣ୍ଟକୁ ସ୍ଥାନାନ୍ତରିତ ହୋଇଥିବା ୯.୭୦ … Read more

ଚାଷୀ ଆନ୍ଦୋଳନ ପାଇଁ ବିରୋଧୀଙ୍କୁ ଦାୟୀ କଲେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଚାଷୀ ଆନ୍ଦୋଳନ ପାଇଁ ସମବାୟ ମନ୍ତ୍ରୀ ବିରୋଧୀଙ୍କୁ ଦାୟୀ କରିଛନ୍ତି । ବିରୋଧୀ ତିଳକୁ ତାଳ କରୁଛନ୍ତି। ସେମିତି ଚାଷୀଙ୍କ ବଡ଼ ଆନ୍ଦୋଳନ କେଉଁଠି ହୋଇନାହିଁ। ମୁଁ ସିଧାସଳଖ ଜିଲ୍ଲାପାଳ ଓ ଅଧିକାରୀଙ୍କ ସହ କଥା ହୋଇ ମନିଟରିଂ କରୁଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭ଟି ମଣ୍ଡି ଖୋଲିଛି। ବରଗଡ଼ ଜିଲ୍ଲାରେ ସର୍ବାଧିକ ୬୪ ହାଜର ୬୫୨ ମେଟ୍ରିକ … Read more

କ୍ରାଇମ୍‌ ସ୍ପଟ୍‌ରେ ମହିଳା କମିଶନ ସଦସ୍ୟା: ଧଉଳି ଗଣଦୁଷ୍କର୍ମ ମାମଲା

ଭୁବନେଶ୍ୱର: ଧଉଳିରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ଅଛି। ପୁଲିସ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଇତି ମଧ୍ୟରେ ପୋଲିସ ନାବାଳିକା ଏବଂ ତାଙ୍କ ପୁରୁଷ ବନ୍ଧୁଙ୍କ ବୟାନ ରେକର୍ଡ କରିଛି। ଆଜି କ୍ରାଇମ ସ୍ପଟ୍‌ରେ ପହଞ୍ଚିଛନ୍ତି ମହିଳା କମିଶନ ସଦସ୍ୟା। ପ୍ରଥମେ ଧଉଳି ଥାନା ଯାଇ ଅନୁଧ୍ୟାନ କରିବା ପରେ କ୍ରାଇମ୍‌ … Read more

IPL ନିଲାମ ତାଲିକାରେ ସାମିଲ ହେଲେ ୨ ଓଡ଼ିଆ

ଭୁବନେଶ୍ୱର: ଇଣ୍ଡିଆନ୍ ପ୍ରିମିୟର ଲିଗର ନିଲାମରେ ସାମିଲ ହୋଇଥିବା ଦୁଇ ଓଡ଼ିଆ ଖେଳାଳି ହେଉଛନ୍ତି ରାଜେଶ ମହାନ୍ତି ଏବଂ ସ୍ୱସ୍ତିକ ସାମଲ । ୨୦୨୬ IPLର ମିନି ଅକ୍ସନ ଆଜି ଆବୁଧାବିରେ ଅନୁଷ୍ଠିତ ହେବ । ଲଗାତାର ତୃତୀୟ ଥର ପାଇଁ IPL ଅକ୍ସନ ଭାରତ ବାହାରେ ହେଉଛି । ଏଥର ୧୦ଟି ଯାକ ଫ୍ରାଞ୍ଚାଇଜ ଖାଲି ପଡ଼ିଥିବା ମୋଟ୍ ୭୭ଟି ସ୍ଥାନ ପାଇଁ ମୋଟ୍ ୩୫୦ ଜଣ ଖେଳାଳିଙ୍କୁ ନେଇ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରାଯାଇଛି … Read more

ଆଜିଠାରୁ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ପହିଲିଭୋଗ ଆରମ୍ଭ

ଭୁବନେଶ୍ୱର :ଆଜି ହେଉଛି ଧନୁ ସଂକ୍ରାନ୍ତି। ଏହି ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏକ ମାସ ଧରି ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହେବ। ଏହି ସମୟରେ ପ୍ରତ୍ୟେହ ସକାଳ ଧୂପରେ ଶ୍ରୀଜିଉଙ୍କ ଠାରେ ଲାଗି ହେବ ପହିଲି ଭୋଗ। ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ଗଇଁଠା ଆଉ ମୁଆଁ ସହିତ ଅନ୍ନ, ଡାଲି, ବେସର, ଶାଗ, ମହୁର, ଖଟା ବ୍ୟଞ୍ଜନରେ ଶ୍ରୀଜୀଉ ଆପ୍ୟାୟିତ ହେବେ। ଏ ନେଇ ମନ୍ଦିର ପ୍ରଶାସନ ତରଫରୁ … Read more

ଆଠ ଦିନ ପରେ ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି: ହିଂସାର ୮ ଦିନ ପରେ ଏମ୍‌ଭି-୨୬ ରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍ ସେବା। ଗତ ସୋମବାର ସନ୍ଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା। ପର୍ଯ୍ୟାୟ କ୍ରମେ କଟକଣା ୬ଥର ବୃଦ୍ଧି ହୋଇଥିଲା। ଆଜି ଦିନ ୧୨ଟା ଯାଏଁ କଟକଣା ଥିଲା। ଏମ୍‌ଭି ୨୬ ଓ ରାଖେଲଗୁଡା ଗାଁ ବିବାଦକୁ ନେଇ ହିଂସା ଦେଖାଦେଇଥିଲା। ଏମଭି ୨୬ ହିଂସାକାଣ୍ଡ ଓ ଜଳାପୋଡା ଘଟଣାରେ ଆଜି ଆଉ ୯ ଜଣଙ୍କୁ ଗିରଫ କରିଛି ମାଲକାନଗିରି ସଦର ଥାନା ପୁଲିସ୍‌ … Read more

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଘଟଣା କୁ ନିନ୍ଦା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦିନ ଦ୍ବିପହରରେ ଏହି ଘଟଣା ଘଟିଥିଲେ ବି ପୋଲିସ ପ୍ରଶାସନ ତଥା ସରକାର ନିରବଦ୍ରଷ୍ଟା ସାଜିବା ଏବଂ ଏପର୍ଯ୍ୟନ୍ତ କାହା ଉପରେ ବି କାର୍ଯ୍ୟାନୁଷ୍ଠାନ ନନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି ।ରାଜ୍ୟରେ ଅ ରାଜକତା ଓ ଗୁଣ୍ଡାରାଜକୁ ପ୍ରଶୟ ଦେଇ ବିଜେପି ସରକାର କଣ ଦର୍ଶାଇବାକୁ ଚାହୁଁଛନ୍ତି । … Read more

ବୈଜୟନ୍ତ ପଣ୍ଡାଙ୍କୁ ଆସାମର ନିର୍ବାଚନୀ ପ୍ରଭାରୀ ଭାବେ ନିଯୁକ୍ତ କଲା ବିଜେପି

ନୂଆଦିଲ୍ଲୀ: ଆଗାମୀ ଆସାମ ଓ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ନିଜ ଦଳର ସାଂସଦ ଓ କେନ୍ଦ୍ରମନ୍ତ୍ରୀମାନଙ୍କୁ ବଡ଼ ଦାୟିତ୍ୱ ଦେଇଛି। ଆସନ୍ତାବର୍ଷ ହେବାକୁ ଥିବା ଆସାମ ବିଧାନସଭା ନିର୍ବାଚନ ପାଇଁ ବରିଷ୍ଠ ସାଂସଦ ତଥା ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ନିର୍ବାଚନୀ ପ୍ରଭାରୀ ଭାବେ ନିଯୁକ୍ତ କରିଛି। ସେହିପରି ଜମ୍ମୁ-କଶ୍ମୀର ବିଧାନସଭାର ବିରୋଧୀ ଦଳ ନେତା ସୁନୀଲ କୁମାର ଶର୍ମା ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦର୍ଶନ ବେନ ଜର୍ଦୋଶ ସହ ପ୍ରଭାରୀ ଭାବେ ନିଯୁକ୍ତି … Read more