ବିନୋଦ ଜାଖଡ଼ ହେଲେ ଏନଏସୟୁଆଇ ରାଷ୍ଟ୍ରୀୟ ଅଧ୍ୟକ୍ଷ

ନୂଆଦିଲ୍ଲୀ: ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଗଠନର ଅଧ୍ୟକ୍ଷ ହୋଇଛନ୍ତି ବିନୋଦ ଜାଖଡ଼ । ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏମଏସୟୁଆଇର ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି । ଦଳର ମହାସଚିବ କେସି ବେଣୁ ଗୋପାଳ ବିଜ୍ଞପ୍ତି ଜାରିଆରେ ଜଣାଇଛନ୍ତି । ଜାଖଡ଼ ବରୁଣ ଚୌଧୁରୀଙ୍କ ସ୍ଥାନରେ ନିଯୁକ୍ତି ପାଇଛନ୍ତି । ଛାତ୍ର ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବାରେ ସେ ପ୍ରଥମ ରାଜସ୍ଥାନୀ ଅଟନ୍ତି । ସିଏ ରାଜସ୍ଥାନର ଏନଏସୟୁଆଇ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉଥିଲେ । ସେ ରାଜସ୍ଥାନ … Read more

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ କଲେ ଉପସ୍ଥାପନ ମୁଖ୍ୟମନ୍ତ୍ରୀ

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ପୂର୍ବରୁ ଗୁରୁବାର ରାଜ୍ୟ ସରକାର ବିଧାନସଭାରେ ଅର୍ଥନୀତିକ ସର୍ଭ ଉପସ୍ଥାପନ କରିଥିଲେ । ଅର୍ଥନୈତିକ ସର୍ଭରେ ବିକାଶର ଗୋଲାପୀ ଚିତ୍ର ରଖିଥିଲେ ସରକାର । ବଜେଟର ଅର୍ଥନୀତିକ ସର୍ଭରେ କରାଯାଇଥିବା ଆଗୁଆ ଆକଳନକୁ ବାସ୍ତବ ରୂପ ଦେବା ପାଇଁ ପ୍ରୟାସ କରାଯାଇଛି । ରାଜ୍ୟ ସରକାରଙ୍କ ଭିଜନ୍ ୨୦୩୬ ଓ ୨୦୪୮ ଦୃଷ୍ଟିରେ ରଖି ଏହି ବଜେଟ୍ ଉପସ୍ଥାପନ … Read more

ନକଲି ବିଇଡି ପ୍ରମାଣପତ୍ର ଦେଇ ଶିକ୍ଷକ ପାଇଲେ ଚାକିରି

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋଳାବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରଶାନ୍ତ କୁମାର ସେଠୀ ନକଲି ବିଇଡି ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି କରିଥିଲେ । ନକଲି ବିଇଡି ପ୍ରମାଣପତ୍ର ଦେଇଥିବା ନେଇ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ୨୦୧୭ ମସିହାରେ ପ୍ରଶାନ୍ତ ସେଠୀ ଗୋଳାବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଯୋଗ ଦେଇଥିଲେ । ଶିକ୍ଷକ ପ୍ରଶାନ୍ତ କୁମାର ସେଠୀ ଜାଲ୍ ବିଇଡି ସାର୍ଟିଫିକେଟ ଦେଇ ଚାକିରି କରୁଥିବା ଅଭିଯୋଗ ହୋଇଥିଲା … Read more

ଉପକାରଗାର ଜେଲର୍ ଏବଂ ଅଧିକ୍ଷଣ ସନ୍ତୋଷିନୀ ଦାଶଙ୍କୁ କାର୍ଯ୍ୟରୁ ନିଲମ୍ବିତ କଲେ ଡିଜି

ଭୁବନେଶ୍ୱର:ଉପକାରଗାର ଜେଲର୍ ଏବଂ ଅଧିକ୍ଷଣ ସନ୍ତୋଷିନୀ ଦାଶଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ବଦଳି ପରେ କାର୍ଯ୍ୟରେ ଯୋଗ ନ ଦେବାରୁ ତାଙ୍କୁ ଜେଲ୍ ଡିଜି ନିଲମ୍ବିତ କରିଛନ୍ତି । ସନ୍ତୋଷିନୀ ଦାଶ ଚୌଦ୍ୱାର ମଣ୍ଡଳ କାରାଗାରର ଜେଲର୍ ଥିଲେ । ଅକ୍ଟୋବର ମାସରେ ଦୁଇ ଜଣ ବିହାରୀ କଏଦୀ ଚମ୍ପଟ୍ ମାରିବା ପରେ ତାଙ୍କୁ କଣ୍ଟାବାଞ୍ଜି ଉପକାରାଗାରକୁ ବଦଳି କରାଯାଇଥିଲା । ମାତ୍ର ସେ ବିଭିନ୍ନ ସ୍ୱାସ୍ଥ୍ୟ ଗତ କାରଣ ଦର୍ଶାଇ ଦୀର୍ଘ ଦିନ ହେବ … Read more

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ପରିଚୟ ପତ୍ର ବାଧ୍ୟତାମୂଳକ

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଏବେ ପରିଚୟ ପତ୍ର ବାଧ୍ୟତାମୂଳକ। ନିୟମ ଉଲ୍ଲଂଘନ କଲେ ହେବ ପୋଲିସ କାର୍ଯ୍ୟାନୁଷ୍ଠାନ। ବିଶ୍ୱବିଦ୍ୟାଳୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । କୁଳସଚିବଙ୍କ ଦ୍ୱାରା ଜାରି କରାଯାଇଥିବା ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ, ବିଶ୍ୱବିଦ୍ୟାଳୟ ପରିସର ମଧ୍ୟରେ ଏକାଧିକ କଡ଼ା ନିୟମ ଲାଗୁ କରାଯାଇଛି । ଫେବୃଆରୀ ୧୮, ୨୦୨୬ ରେ ଜାରି ହୋଇଥିବା ଏହି ନିର୍ଦ୍ଦେଶାବଳୀର … Read more

ପଳାଶୁଣୀରେ ହେବ ୬ ଲେନ୍ ରାସ୍ତା, ଦୂର ହେବ ସମସ୍ୟା

ଭୁବନେଶ୍ୱର: ପଳାଶୁଣୀରୁ ହଂସପାଳ ମଧ୍ୟରେ ବଢୁଥିବା ଟ୍ରାଫିକ୍ କୁ କମାଇବାକୁ ବଡ଼ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସଡକ କର୍ତ୍ତୃପକ୍ଷ । ଦୀର୍ଘ ଦିନ ଧରି ସକାଳେ ଏବଂ ସନ୍ଧ୍ୟା ସମୟରେ ଭୟାବହ ଟ୍ରାଫିକ୍ ଜାମ୍ ସୃଷ୍ଟି ହେଉଥିଲା । ବିଶେଷକରି କଟକ–ଭୁବନେଶ୍ୱର ମଧ୍ୟରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଏହା ବଡ଼ ସମସ୍ୟା ହୋଇପଡିଥିଲା । ଭିଡ ନିୟନ୍ତ୍ରଣ କରିବା ପାଇଁ ପଳାଶୁଣୀରେ ଆଉ ଗୋଟିଏ ନୂଆ ବ୍ରିଜ୍ ନିର୍ମାଣ କରାଯିବ ବୋଲି ସୂଚନା ଦେଇଛି ଏନଏଚଏଆଇ। … Read more

ଆସିଲା ରାଜ୍ୟ ଅର୍ଥନୈତିକ ସର୍ଭେ ରିପୋର୍ଟ; ଉନ୍ନତି ପଥରେ ଓଡିଶା

ଭୁବନେଶ୍ୱର: ଅର୍ଥନୈତିକ ସର୍ଭେ ରିପୋର୍ଟ ଅନୁଯାୟୀ ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ । ୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ ୯.୨% ଅଭିବୃଦ୍ଧି ହୋଇଛି । ଜାତୀୟ ଅଭିବୃଦ୍ଧି ହାର ୬.୯ ଥିବାବେଳେ ଓଡ଼ିଶାରେ ଅଭିବୃଦ୍ଧି ହାର ୯.୨% ରହିଛି । ୯.୨% ଅଭିବୃଦ୍ଧି ସହ ରାଜ୍ୟରେ ମୁଣ୍ଡପିଛା ଆୟ ୧,୮୬,୭୬୧ ଟଙ୍କା । ଅର୍ଥ ବ୍ୟବସ୍ଥାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅବଦାନ ଜାତୀୟ ହାରରୁ ଅଧିକ । ଜାତୀୟ … Read more

ବାଂଲାଦେଶ ହିଂସାରେ ହିନ୍ଦୁ ପୋଲିସକର୍ମୀଙ୍କ ମୃତ୍ୟୁ ଘଟଣାର ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ହିନ୍ଦୁ ପୋଲିସକର୍ମୀଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ବାଂଲାଦେଶୀ ନାଗରିକଙ୍କୁ ମହଦି ଅହମ୍ମଦ ରେଜା ହାସନ ବୋଲି ଚିହ୍ନଟ କରାଯାଇଛି। ଅଧିକାରୀଙ୍କ ଅନୁଯାୟୀ ସେ ଭାରତ ଦେଇ ଫିନଲ୍ୟାଣ୍ଡ ପଳାଇବାକୁ ଚେଷ୍ଟା କରୁଥିଲେ। ଇମିଗ୍ରେସନ ସୂତ୍ର ଅନୁଯାୟୀ, ମହଦି ଅହମ୍ମଦ ରେଜା ହାସନ ବାଂଲାଦେଶରେ ହିଂସା ସମୟରେ ଜଣେ ହିନ୍ଦୁ ପୋଲିସ ଅଧିକାରୀ ସନ୍ତୋଷ ଚୌଧୁରୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମାମଲା ବାଂଲାଦେଶରେ ପଞ୍ଜିକୃତ ହୋଇଛି ଏବଂ ଅଭିଯୁକ୍ତଙ୍କୁ ଖୋଜା ଚାଲିଛି। ଏକ ସତର୍କ ସୂଚନା … Read more

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ: ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ଲକ୍ଷ୍ୟ ହାସଲ ନେଇ ଆଲୋଚନା

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ବିକଶିତ ଓଡ଼ିଶା ୨୦୩୬ ଓ ୨୦୪୭ ଲକ୍ଷ୍ୟ ରଖି ପ୍ରସ୍ତୁତି ହୋଇଥିବା ୨ ବର୍ଷିଆ ଆକ୍ସନ ପ୍ଲାନର କାର୍ଯ୍ୟକାରିତା ନେଇ ନିୟମିତ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି । ଓଡ଼ିଶାର ଦୀର୍ଘମିଆଦୀ ଲକ୍ଷ୍ୟ ହାସଲ ପାଇଁ ଏଥିପ୍ରତି ସମସ୍ତ ବିଭାଗମାନେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ପୂରଣ ସଂପର୍କରେ ନିଯୁକ୍ତି … Read more

କଟକ ନୂଆପଡା ପ୍ରେସ କଲୋନୀରେ ଗୁଳି ମାଡ଼ରେ ଯୁବକ ମୄତ

କଟକ : ମଧୁପାଟଣା ଥାନା ଅଞ୍ଚଳରେ ବୁଧବାର ସନ୍ଧ୍ୟା ପ୍ରାୟ ସାଢ଼େ ୫ଟାରେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି। ଏହି ଗୁଳିମାଡ଼ରେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ସୌମ୍ୟରଂଜନ ଜେନା (୩୪) । ସୂଚନା ଅନୁସାରେ ମଧୁପାଟଣା ଥାନା ଅଧୀନ ନୂଆପଡ଼ା ସାହିର ସୌମ୍ୟରଂଜନ ଜେନା ଆଜି ଅପରାହ୍‌ଣ ସମୟରେ ପ୍ରେସ୍‌କ୍ଲବ ନିକଟ ପଡ଼ିଆରେ କ୍ରିକେଟ୍‌ ଖେଳିବାକୁ ଯାଇଥିଲେ। ସେ ପଡ଼ିଆ ନିକଟରେ ଛିଡ଼ା ହୋଇଥିବା ବେଳେ ଜଣେ ଦୁର୍ବୃତ୍ତ ସେଠାକୁ ପହଞ୍ଚି ଥିଲା। ସୌମ୍ୟରଂଜନ … Read more