ପରିବେଶ ନିୟମ ଉଲ୍ଲଂଘନ କରିବାରୁ ଶ୍ୟାମ୍ ମେଟାଲିକ୍ସ କାରଖାନାରେ ପଡିଲା ତାଲା
ସମ୍ବଲପୁର: ପ୍ରଶାସନ ଦ୍ୱାରା ସମ୍ବଲପୁର ଜିଲ୍ଲା ରେଙ୍ଗାଲି ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ କାରଖାନାକୁ ସିଲ୍ କରାଯାଇଛି । ପିସିସିବି ପକ୍ଷରୁ ଜାରି ଏକ ନିର୍ଦ୍ଦେଶନାମା ଅନୁସାରେ ଏହି ଶିଳ୍ପ ୟୁନିଟକୁ ସିଲ୍ କରାଯାଇଥିବା ସୂଚନା ମିଳିଛି । ଆଜି ସକାଳୁ ଆଞ୍ଚଳିକ ପ୍ରଦୂଷଣ ବୋର୍ଡ, ସମ୍ବଲପୁରର ଅଧିକାରୀ ଓ କର୍ମଚାରୀଙ୍କ ସହିତ ରେଙ୍ଗାଲି ତହସିଲଦାର, ଅତିରିକ୍ତ ଏସପି, ସଦର ଏସଡିପିଓ ଏବଂ ବ୍ଯାପକ ପୋଲିସ ସୁରକ୍ଷାକର୍ମୀଙ୍କ ଉପସ୍ଥିତିରେ ଉକ୍ତ ଶିଳ୍ପାନୁଷ୍ଠାନକୁ ସିଲ୍ କରାଯାଇଥିବା ଖବର ମିଳିଛି … Read more