୩ କୋଟିରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ: ତିର୍ତ୍ତୋଲର ଦୁଇ ପୂର୍ବତନ ଅଧିକାରୀ ଗିରଫ
ଜଗତସିଂହପୁର: ଓଡ଼ିଶା ଭିଜିଲାନ୍ସ ଦୁଇ ଜଣ ପୂର୍ବତନ ସରକାରୀ ଅଧିକାରୀଙ୍କୁ ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ କରିଛି। ଗିରଫ ହୋଇଥିବା ଅଧିକାରୀମାନେ ହେଲେ ତିର୍ତ୍ତୋଲ ବ୍ଲକ୍ର ପୂର୍ବତନ ଏସ୍ଆର୍ଏ ଭଞ୍ଜ କିଶୋର ବେହେରା ଏବଂ ପୂର୍ବତନ ପିଇଓ ପ୍ରଦୀପ୍ତ କୁମାର ମଲ୍ଲିକ। ଭିଜିଲାନ୍ସ ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ଆର୍ଥିକ ବର୍ଷ ୨୦୧୧-୧୨ ରୁ ୨୦୨୧-୨୨ ମଧ୍ୟରେ ଏହି ଆର୍ଥିକ ଠକେଇ ହୋଇଥିଲା। ଅନୁସନ୍ଧାନରୁ ଜଣାପଡିଛି ଯେ, ଭଞ୍ଜ କିଶୋର … Read more