ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ର ବୈଠକ,ହୋଇପାରେ ୧୨ଟି ଏଜେଣ୍ଡା ଉପରେ ଆଲୋଚନା
ଭୁବନେଶ୍ୱର: ଆଜି ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ବସିବ। ଏହି ବୈଠକକୁ ନେଇ ପ୍ରଶାସନିକ ମହଲ ସହ ସାଧାରଣ ଲୋକଙ୍କ ମଧ୍ୟରେ ମଧ୍ୟ ଆଗ୍ରହ ବଢ଼ିଛି। ଖବର ଅନୁସାରେ, ବୈଠକରେ ମୋଟ ୧୨ଟି ଏଜେଣ୍ଡା ଉପରେ ଆଲୋଚନା ହୋଇପାରେ। ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ପୂର୍ତ୍ତ ବିଭାଗ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ବିଷୟ ରହିଥିବା ସୂଚନା ମିଳିଛି। ତେବେ କେଉଁ କେଉଁ ପ୍ରସ୍ତାବକୁ ଅନୁମୋଦନ ମିଳିବ, ସେନେଇ … Read more