କଟକରେ ଲେଜର୍ ଲାଇଟ୍ ବ୍ୟାନ୍ କଲେ ହାଇକୋର୍ଟ
ଟକ: କଟକରେ ଲେଜର୍ ଲାଇଟ୍ ବ୍ୟବହାର ଉପରେ ଅଙ୍କୁଶ ଲଗାଇଲେ ହାଇକୋର୍ଟ। ଏହାସହିତ ରାତି ୧୦ଟା ପରେ ରୋଷଣୀ ମନା ହୋଇଛି । ରୋଷଣୀ ଆଦିରେ ଡିଜେ ବ୍ୟବହାରରେ ମଧ୍ୟ କଟକଣା ଲଗାଇଛନ୍ତି ହାଇକୋର୍ଟ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ କଟକ ସହରାଞ୍ଚଳରେ ଲେଜର ଲାଇଟ୍ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ବିକଟାଳ ଶବ୍ଦଯୁକ୍ତ ଡିଜେ ବ୍ୟବହାର କରାଯାଇପାରିବ ନାହିଁ। ଡିଜେର ଶବ୍ଦ ସୀମା ସର୍ବାଧିକ ୬୫ ଡେସିବେଲ ମଧ୍ୟରେ ରଖିବାକୁ କୋର୍ଟ … Read more