ଆଇସିୟୁ ବେଡ୍ରୁ ରୋଗୀ ଖସିପଡ଼ିବା ଘଟଣାରେ କାର୍ଯ୍ୟାନୁଷ୍ଠାନ
କଟକ: ଏସସିବି ଆଇସିୟୁରୁ ଚକିତ କଲାଭଳି ଚିତ୍ର ସାମ୍ନାକୁ ଆସିଥିଲା। ଡ୍ୟୁଟିରେ ଥିବା ଡାକ୍ତର, ନର୍ସିଂ ଅଫିସର ଏବଂ ଅନ୍ୟ କର୍ମଚାରୀମାନେ କର୍ତ୍ତବ୍ୟରେ ଅବହେଳା କରିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି। କର୍ତ୍ତବ୍ୟରେ ଅବହେଳା କରିଥିବା ଜଣେ ପ୍ରଫେସରଙ୍କ ସମେତ ନର୍ସିଂ ଇନ୍ଚାର୍ଜ, ଦୁଇ ଜଣ ନର୍ସିଂ ଅଫିସର, ୩ ଜଣ ସୁରକ୍ଷା କର୍ମୀଙ୍କୁ ଅଧୀକ୍ଷକ ବଦଳି କରିଛନ୍ତି। ପୂର୍ଣ୍ଣାଙ୍ଗ ତଦନ୍ତ ରିପୋର୍ଟ ଆସିବା ପରେ ଡ୍ୟୁଟିରେ ଥିବା ନର୍ସିଂ ଅଫିସରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟନୁଷ୍ଠାନ ଗ୍ରହଣ … Read more