ଉତ୍କଳ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ ଦେଶର ଗୌରବ ବଢାଇଛନ୍ତି: ରାଷ୍ଟ୍ରପତି
ଭୁବନେଶ୍ଵର: ଦେଶର ଅନ୍ୟତମ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ଵବିଦ୍ୟାଳୟ ନାରୀସଶକ୍ତିକରଣ ପାଇଁ ସୁନାମ ଅର୍ଜନ କରିଛି। ଦେଶକୁ ଆଗେଇ ନେବାରେ ଅର୍ଥାତ ଆର୍ଥିକ, ସାମାଜିକ ଅଗ୍ରଗତି କ୍ଷେତ୍ରରେ ଛାତ୍ରୀମାନଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି । ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହା କହିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି, ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରୀ ଭାବେ ମୁଁ ନିଜକୁ ଗୌରାବାନ୍ବିତ କରୁଛି। ଏହି ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ କେବଳ ଭାରତରେ ନୁହେଁ। ବିଶ୍ଵରେ ମଧ୍ୟ … Read more