ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୀତିନୀତି ନେଇ ଆଲୋଚନା
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୁଧବାର ଦିନ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଲିଙ୍ଗରାଜ ମନ୍ଦିରର ଶୃଙ୍ଖଳିତ ରୀତିନୀତି ଏବଂ ପୂଜାବିଧି ସୁଚାରୁ ରୂପେ ସମ୍ପାଦନ କରିବା ନେଇ ଆଲୋଚନା ହୋଇଥିଲା । ଏଥି ସହିତ ଚଳିତ ଜାଗର ଉତ୍ସବକୁ ଶୃଙ୍ଖଳିତ କରିବା ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ … Read more