ବୁଲେଟ୍ ଟ୍ରେନ୍ ଭାରତର ଭବିଷ୍ୟତ: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ନୂଆଦିଲ୍ଲୀ: ମୁମ୍ବାଇ-ଅହମ୍ମଦାବାଦ ବୁଲେଟ ଟ୍ରେନ୍ ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲୁଥିବା ବେଳେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଦିନ ମୁମ୍ବାଇ-ଅହମ୍ମଦାବାଦ ଟ୍ରେନ୍ କରିଡରର ଏକ ଚମକାଇଲା ଭଳି ଭିଡିଓ ସେୟାର କରିଛନ୍ତି । ଏହି ଭିଡିଓରେ ଏହି ମହତ୍ୱାକାଂକ୍ଷୀ ଟ୍ରେନ୍ ପ୍ରକଳ୍ପର କିଛି ଆଶ୍ଚର୍ଯ୍ୟଜନକ, ଅତ୍ୟାଧୁନିକ ବୈଶିଷ୍ଟ୍ୟ ଉପରେ ଆଲୋକପାତ କରାଯାଇଛି। ମୁମ୍ବାଇ-ଅହମ୍ମଦାବାଦ ମଧ୍ୟରେ ୫୦୮ କିଲୋମିଟର ଦୂରତା ଅତିକ୍ରମ କରୁଥିବା ଏହି ବୁଲେଟ୍ ଟ୍ରେନ୍ ଘଣ୍ଟାପ୍ରତି ସର୍ବାଧିକ ୩୨୦ କିଲୋମିଟର ବେଗରେ … Read more