ଓଡ଼ିଆ ଖାଦ୍ୟ ‘ପଖାଳ’ ର ସ୍ଥାନ ଗିନିଜ୍ ୱାର୍ଲ୍ଡ ରେକର୍ଡ୍ସରେ
ଭୁବନେଶ୍ୱର: ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା। ଆଜିକାଲିର ପାଶ୍ଚାତ୍ୟ ଖାଦ୍ୟ ସଂସ୍କୃତି ଭିତରେ ଆମର ଏହି ପାରମ୍ପରିକ ଖାଦ୍ୟ ଯେପରି ହଜି ନଯାଏ, ସେଥିପାଇଁ ଏହି ଦିବସଟି ସମସ୍ତ ଓଡ଼ିଆଙ୍କୁ ଏକଜୁଟ କରିବାର ପ୍ରୟାସ କରିଥାଏ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢ଼ାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ପାନ୍ଥନିବାସରେ ରାଜ୍ୟସ୍ତରୀୟ ‘ପଖାଳ ପରବ’ ହୋଇଯାଇଛି। … Read more