February 26, 2026 4:49 pm

ଷଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍ ପୁରୁଷ ବିଶ୍ୱକପ୍‌ ଚାମ୍ପିୟନ ହେଲା ଭାରତ

ନୂଆଦିଲ୍ଲୀ: ରେକର୍ଡ ଷଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍ ପୁରୁଷ ବିଶ୍ୱକପ୍‌ରେ ଚାମ୍ପିୟନ ହେଲା ଭାରତ। ଇଂଲଣ୍ଡକୁ ୧୦୦ ରନ୍‌ରେ ପରାସ୍ତ କରି ଭାରତ ପୁଣି ହାତେଇଛି ଏହି ଟାଇଟଲ। ହରାରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ଚିତ୍ତାକର୍ଷକ ବ୍ୟାଟିଂ ଫଳରେ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୪୧୧ ରନ୍ ସଂଗ୍ରହ କରିଥିଲା। ଦଳ ୯ଟି ୱିକେଟ୍ ହରାଇଥିଲା। ୪୧୨ ରନ୍‌ ବିଜୟ ଲକ୍ଷ୍ୟ … Read more

‘ପରୀକ୍ଷା ପେ ଚର୍ଚ୍ଚା’ ଛାତ୍ରଛାତ୍ରୀଙ୍କ ପାଇଁ ସର୍ବଶ୍ରେଷ୍ଠ ମାର୍ଗଦର୍ଶକ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ: ‘ପରୀକ୍ଷା ପେ ଚର୍ଚ୍ଚା’ ଦେଶର କୋଟି କୋଟି ବିଦ୍ୟାର୍ଥୀଙ୍କୁ ନୂଆ ରାସ୍ତା ଦେଖାଉଛି । ପ୍ରଧାନମନ୍ତ୍ରୀଙ୍କ ଛୋଟ ଛୋଟ ଟିପ୍ସ ଏବଂ ସରଳ ଉଦାହରଣ ଛାତ୍ରଛାତ୍ରୀଙ୍କ ମନରୁ ପରୀକ୍ଷା ଭୟ ଦୂର କରି ସେମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ପାଇଁ ସବୁଠୁ ବଡ ମାର୍ଗଦର୍ଶକ ସାଜିବାରେ ସହାୟକ ହୋଇଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନୂଆଦିଲ୍ଲୀ ସ୍ଥିତ ଜିଏମସି ବାଲୟୋଗୀ … Read more

ମଝି ସମୁଦ୍ରରୁ ନେଭି କ୍ୟାଡେଟ୍ ସାର୍ଥକ ମହାପାତ୍ର ନିଖୋଜ

ଭୁବନେଶ୍ୱର: ଗତ ୩ ତାରିଖରୁ ହଠାତ ମଝି ସମୁଦ୍ରରୁ ସେ ନିଖୋଜ ହୋଇଯାଇଥିବା ବେଳେ ଏବେ ତାଙ୍କ ସଂପର୍କରେ କୌଣସି ପତ୍ତା ମିଳୁନାହିଁ, ଯାହାକୁ ନେଇ ପରିବାର ଲୋକ ବହୁତ ଚିନ୍ତିତ ଅଛନ୍ତି। ଶେଷଥର ଗତ ଦୁଇତାରିଖରେ ମାଆଙ୍କ ସହ କଥା ହୋଇଥିଲେ ସାର୍ଥକ । ଏହାପରଠୁ ତାଙ୍କର ମୋବାଇଲ ସୁଇଚ ଅଫ। ଏହି ମାମଲାରେ କେନ୍ଦ୍ରର ୪ଟି ବିଭାଗକୁ ଚିଠି ଲେଖିଛନ୍ତି ପ୍ରିନ୍ସିପାଲ ରେସିଡେଣ୍ଟ କମିଶନର । ବନ୍ଦର, ସିପିଂ ଓ ଜଳପଥ ସଚିବଙ୍କୁ ଚିଠି … Read more

ଏଣିକି ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର: ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର। ବିଭିନ୍ନ ଜିଲ୍ଲାରେ ଖାଲି ପଡ଼ିଥିବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଘରଗୁଡ଼ିକୁ ମରାମତି କରି ଆର୍ଥିକ ଅନଗ୍ରସର ଲୋକଙ୍କୁ ରହିବା ପାଇଁ ଭଡ଼ା ସୂତ୍ରରେ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହର ୨.୦ ଅଧୀନରେ ସୁଲଭ ଭଡ଼ା ବାସଗୃହ (ଏଆରଏଚ୍‌) କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଏଥିପାଇଁ ଖାଲି ପଡ଼ିଥିବା କିମ୍ବା ଅବ୍ୟବହୃତ ଘର ଚିହ୍ନଟ କରି … Read more

ମଣିପୁର ପୁଣି ଅଶାନ୍ତ: ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ

ମଣିପୁର: ବିଧାୟକ ନେମଚା କିପଗେନଙ୍କ ବିଜେପି ନେତୃତ୍ୱାଧୀନ ସରକାରରେ କାଙ୍ଗପୋକପିର କିପଗେନ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରେ ମଣିପୁର ରେ ପ୍ରତିବାଦ ଦେଖା ଦେଇଛି । ଏହି ପ୍ରତିବାଦ ପରେ ସଂଘର୍ଷର ରୂପ ମଧ୍ୟ ନେଇଛି । ଅଧିକାରୀଙ୍କ ଅନୁଯାୟୀ, ପ୍ରତିବାଦକାରୀମାନେ ତୁଇବଙ୍ଗ ବଜାର ନିକଟରେ ଏକତ୍ରୀତ ହୋଇ ଟାୟାର ଜାଳି ପ୍ରତିବାଦ କରିଛନ୍ତି lପ୍ରତିବାଦକାରୀ କିପଗେନଙ୍କ ବିରୁଦ୍ଧରେ ସ୍ଲୋଗାନ ମଧ୍ୟ ଦେଇଛନ୍ତି । ସୁରକ୍ଷା ବାହିନୀ ଭିଡ଼କୁ ଘଉଡ଼ାଇବାକୁ ଚେଷ୍ଟା କରିବା ପରେ ପରିସ୍ଥିତି … Read more

ଓ୍ଵିମେନ ପ୍ରିମିୟର ଲିଗ୍:ଦ୍ଵିତୀୟ ଥର ଚାମ୍ପିଅନ ହେଲା ଆରସିବି

ମୁମ୍ବାଇ: ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ଓ୍ଵିକେଟରେ ହରାଇ ଦ୍ଵିତୀୟ ଥର ଟାଇଟଲ୍ ଜିତିଛି ଆରସିବି। ଅନ୍ୟପଟେ ଲଗାତାର ଚତୁର୍ଥ ଥର ଫାଇନାଲରେ ପହଞ୍ଚି ମଧ୍ୟ ଦିଲ୍ଲୀ କ୍ୟାପିଟାଲ୍ସର ଚାମ୍ପିଅନ ହେବାର ସ୍ଵପ୍ନ ଧୂଳିସାତ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୪ ଓ୍ଵିକେଟ୍ ହରାଇ ବିଶାଳ ୨୦୩ ରନ କରିଥିଲା।ଜବାବରେ ଅଧିନାୟକ ସ୍ମିତି ମନ୍ଧାନାଙ୍କ ବିସ୍ଫୋରକ ୮୭ ରନ ଏବଂ ଜର୍ଜିଅ ଓ୍ଵଲଙ୍କ ୭୯ ରନର ଇନିଂସ ବଳରେ ମ୍ୟାଚକୁ ୪ ଓ୍ଵିକେଟରେ ଜିତି ନେଇଛି।​​​​​​​ ୨୦୪ … Read more

ପ୍ରାକ୍ ବଜେଟ ପରାମର୍ଶ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନ କନ୍ଭେନସନ୍ ହଲ ଠାରେ ଆୟୋଜିତ ପ୍ରାକ୍ ବଜେଟ ପରାମର୍ଶ ସଭା ବୈଠକରେ ମୁଖ୍ୟମନ୍ତ୍ରୀ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିମାନଙ୍କ ସହିତ ପ୍ରାକ୍ ବଜେଟ ପରାମର୍ଶ ଆଲୋଚନା କରିଛନ୍ତି । ନିକଟରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଜନମତରୁ ସଂଗ୍ରହ କରାଯାଇଥିଲା । ଆହୁରି ମଧ୍ୟ ଆଗକୁ କାର୍ଯ୍ୟକାରୀ ହେବାକୁ ଥିବା ଶ୍ରୀ ଜଗନ୍ନାଥ ଦର୍ଶନ କାର୍ଯ୍ୟକ୍ରମ, କଟକ-ଭୁବନେଶ୍ୱର-ପାରାଦୀପ-ପୁରୀ ଅର୍ଥନୈତିକ କରିଡର ପରିକଳ୍ପନା ଜନମତରୁ ଆସିଛି । … Read more

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ ଓଡିଶାର ହେବ ଅଗ୍ରଗତି

ଭୁବନେଶ୍ୱର: ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟିକ ଭାଗିଦାରୀର ଚୁକ୍ତି ପରେ ଓଡ଼ିଶାର ବ୍ୟବସାୟ ପୁଣି ଥରେ ବୃଦ୍ଧି ପାଇବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶାବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରିଛନ୍ତି, ଓଡ଼ିଶାର ହସ୍ତତନ୍ତ ହେଉ କିମ୍ବା ଆଧୁନିକ ରେଡିମେଡ଼ ପୋଷାକ; ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଫଳରେ ଏବେ ସବୁଠି ଓଡ଼ିଶାର କାରିଗରୀ ପହଞ୍ଚିବ । ଶୁଳ୍କ କୋହଳ ହେବା କାରଣରୁ ରପ୍ତାନି ସହଜ ହେବ, ଯାହା ଆମ … Read more

ଭୁବନେଶ୍ୱରରେ ବ୍ଲାକ୍ ସ୍ୱାନ୍ ସମ୍ମିଳନୀ ଆରମ୍ଭ, ଟେକ୍ ମେଳାରେ ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ହେବେ ସାମିଲ

ଭୁବନେଶ୍ୱର: ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଛି ବ୍ଲାକ ସ୍ୱାନ୍ ସମ୍ମିଳନୀ। ଏହି ସମ୍ମିଳନୀ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି କାରଣ ଭୁବନେଶ୍ୱର ଏବେ ଗ୍ଲୋବାଲ ପ୍ଲେୟାରଙ୍କ ଫେଭରିଟ୍ ଡେଷ୍ଟିନେସନ ପାଲଟିଛି। ଓଡ଼ିଶା ଏବେ କେବଳ ପ୍ରାକୃତିକ ସମ୍ପଦରେ ନୁହେଁ, ବରଂ ଫିନଟେକ୍‌, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ଏବଂ ଡିଜିଟାଲ୍ ଅର୍ଥନୀତି କ୍ଷେତ୍ରରେ ମଧ୍ୟ ବିଶ୍ୱ ନଜରକୁ ଆସିଛି। ଭାରତର ଆଗାମୀ ‘ବିଶ୍ୱ ସାମର୍ଥ୍ୟ କେନ୍ଦ୍ର’ ଭାବେ ଓଡ଼ିଶାକୁ ଗଢ଼ି ତୋଳିବା ଲକ୍ଷ୍ୟରେ ଫେବୃଆରୀ … Read more

ଶତାଧିକ ବିଜେଡି-କଂଗ୍ରେସ କର୍ମୀ ବିଜେପିରେ ସାମିଲ

କଟକ: କଟକ ସଦର ବିଜେପି ପକ୍ଷରୁ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କିଶନନଗର ମଣ୍ଡଳ ଅନ୍ତର୍ଗତ ପ୍ରହରାଜପୁର ପଞ୍ଚାୟତରେ ବିଜେଡି ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟ ଶତାଧିକ ବିଜେଡି କଂଗ୍ରେସ କର୍ମୀଙ୍କୁ ବିଜେପି ଦଳରେ ସାମିଲ କରାଇଥିଲେ ।ସୂଚନାଥାଉ ଯେ, କଟକ ସଦର ନିର୍ବାଚନ … Read more