ଓଡ଼ିଶାରେ ଏଥର ବିଜେପି ସରକାର: ହିମନ୍ତ ବିଶ୍ଵଶର୍ମା
ଭୁବନେଶ୍ୱର: ଓଡ଼ିଶାରେ ଏଥର ବିଜେପି ସରକାର ଗଠନକରିବା ନେଇ ଦୃଢ଼ ଆଶାପୋଷଣ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀ ଶର୍ମା ଆଜି ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହାର ଯୁକ୍ତି ରଖିବା ସହ ବିଜେପି ସରକାରର ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ଓଡ଼ିଶା ଆସିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଶ୍ରୀ ଶର୍ମା କହିଛନ୍ତି, ଓଡ଼ିଶାରେ ବିଜୁ ଜନତା ଦଳ ଲୋକଙ୍କ ମନରେ … Read more