ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼
ନୟାଗଡ଼: ନୟାଗଡ ଜିଲ୍ଲା ସୋଲପଟା ଗାଁରେ ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼ ହୋଇଛି । ଏହି ଘଟଣାରେ ୩ ଗ୍ରାମବାସୀ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏହି ଘଟଣାରେ ଜଣଙ୍କୁ କାବୁ କରିଛନ୍ତି ଗ୍ରାମବାସୀ। ଖବର ଅନୁଯାୟୀ, ଗାଁରେ ରାସ୍ତା କାମ ଚାଲୁଥିବାରୁ ୨ ଜଣ ଯୁବକ ସିମେଣ୍ଟ ଜଗିଥିଲେ । ଗତକାଲି ବିଳମ୍ବିତ ରାତିରେ ୨ଟି ମୋଟର ସାଇକେଲ୍ରେ ଆସି ଡକାୟତି ଉଦ୍ୟମ କରିଥିଲେ ୪ ଦୁର୍ବୃତ୍ତ। ଲୁଟ୍ ଉଦ୍ଦେଶ୍ୟରେ ଭାଟସାହି … Read more