ଓଲିଉଡ ପୁରସ୍କାର ମହୋତ୍ସବ-୨୦୨୪ ଦୁବାଇରେ
ଭୁବନେଶ୍ୱର: ଦୁବାଇ ଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ଓଲିଉଡ ପୁରସ୍କାର ମହୋତ୍ସବ ପାଇଁ ଏବେ ବ୍ୟାପକ ପ୍ରସ୍ତୁତି ଚାଲିଥିବା ଲକ୍ଷ୍ୟ କରାଯାଉଛି। ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ପ୍ରଥମ ଥର ପାଇଁ ଦେଶ ବାହାରେ ଆର୍ ଆର୍ ଇଭେଣ୍ଟସ୍ ଏଣ୍ଡ ସିନେ ପ୍ରଡ଼କ୍ସନ ଏବଯ ୟୁଏଇ ଓଡ଼ିଶା ସମାଜର ସଂଯୁକ୍ତ ଆନୁକୂଲ୍ୟରେ ଏହି ବିଶାଳ ଚଳଚ୍ଚିତ୍ର ସମାରୋହ ଆୟୋଜିତ ହେବାକୁ ଯାଉଛି। ଫାଇଭ ଷ୍ଟାର ଫିଲ୍ମ ଆୱାର୍ଡସ୍ ୨୦୨୪ ଦୁବାଇ ଭାବରେ ନାମିତ ଏହି ରଙ୍ଗାରଙ୍ଗ ଉତ୍ସବରେ ଓଡ଼ିଶାର … Read more